Posted inଜାତୀୟ

ବଜେଟ ଉପସ୍ଥାପନ ପୂର୍ବରୁ ପୂଜାର୍ଚ୍ଚନା କଲେ ଆନ୍ଧ୍ର ଅର୍ଥମନ୍ତ୍ରୀ

ଅମରାବାତି,୧୬।୬: ଆନ୍ଧ୍ର ପ୍ରଦେଶର ଅର୍ଥମନ୍ତ୍ରୀ ବୁଗାନା ରାଜେନ୍ଦ୍ରନାଥ ମଙ୍ଗଳବାର ବିଧାନସଭାରେ ୨୦୨୦-୨୧ର ବଜେଟ ଉପସ୍ଥାପନ କରିବା ପୂର୍ବରୁ ନିଜ ଚାମ୍ବରରେ ପୂଜାର୍ଚ୍ଚନା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଦୃଷ୍ଟିରୁ ବଜେଟ ଉପସ୍ଥାପନ ପୂର୍ବରୁ ବିଧାନସଭାକୁ ସମ୍ପୂର୍ଣ୍ଣ ଭାବେ ସାନିଟାଇଜ କରାଯିବା ସହ ସମସ୍ତ ସଦସ୍ୟଙ୍କ ମେଡିକାଲ ଟେଷ୍ଟ କରାଯାଇଥିଲା। ହେଲେ ରାଜ୍ୟପାଳ ସିଧାସଳଖ ଭାବେ ଉପସ୍ଥିତ ନ ରହି ଭିଡିଓ କନଫରେନ୍ସ ଜରିଆରେ ତାଙ୍କର ମତ ରଖିବେ। ବଜେଟ ଉପସ୍ଥାପନ ସମୟରେ ଯେତେ ସମ୍ଭବ କମ୍‌ ସଦସ୍ୟ ଯୋଗ ଦେବାକୁ କୁହାଯାଇଥିବା ବେଳେ ପରିଦର୍ଶକଙ୍କୁ ପ୍ରବେଶ ଅନୁମତି ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଆଣିବା ପାଇଁ ସମସ୍ତ ଖର୍ଚ୍ଚ ବହନ କରିବେ ଷ୍ଟାଲିନ

ଚେନ୍ନାଇ,୨୫।୨: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ବର୍ତ୍ତମାନ ବିଶ୍ୱ ସମୁଦାୟକୁ ଚିନ୍ତିତ। ଏହି କ୍ରମରେ ଭାରତର ଶତାଧିକ ଛାତ୍ରୀଛାତ୍ର ୟୁକ୍ରେନରେ ଫସି ରହିଥିବା ଜଣାପଡିଛି। ଏନେଇ ବିଦେଶମନ୍ତ୍ରୀ...

‘ଜୀବନକୁ ନିୟନ୍ତ୍ରଣ ନ କରୁ ପ୍ରଯୁକ୍ତି’

ନୂଆଦିଲ୍ଲୀ,୨୧ା୧(ପି.ଟି.): ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଛାତ୍ରୀଛାତ୍ରଙ୍କୁ କେତେକ ଉପାଦେୟ ପରାମର୍ଶ ଦେଇଛନ୍ତି। ପରୀକ୍ଷାକୁ ନେଇ ପିଲାଙ୍କ...

ଅନ୍‌ଲାଇନ ଗେମ ହେଲା କାଳ; ସାନ ଭାଇଙ୍କୁ ହତ୍ୟା କଲେ ବଡ ଭାଇ

ଜୟପୁର,୧୪।୧୨: ଅନ୍‌ଲାଇନ ଗେମ ପାଇଁ ଜଣେ ୧୬ ବର୍ଷୀୟ ବାଳକ ନିଜ ସମ୍ପର୍କୀୟ ସାନ ଭାଇକୁ ଅତ୍ୟନ୍ତ ହତ୍ୟା କରିଛି। ରାଜସ୍ଥାନର ନାଗୁର ଜିଲା ଲାଡନୁରେ...

ବିମାନରେ ଯାତ୍ରା କରିବା ସମୟରେ ବ୍ୟବହାର କରିପାରିବେ ଫେସବୁକ୍‌, ଟୁଇଟର

ନୂଆଦିଲ୍ଲୀ,୨।୩: ବିମାନ ଯାତ୍ରା ସମୟରେ ଏଣିକି ଯାତ୍ରୀଙ୍କୁ ମିଳିବ ଆଉ ଏକ ସୁବିଧା। ଏବେ ଯାତ୍ରୀମାନେ ବିମାନରେ ଫେସବୁକ, ଟୁଇଟର ଆଦି ବ୍ୟବହାର ପାରିବେ। ବେସାମରିକ...

ପାକିସ୍ତାନ ଗସ୍ତ ବିଷୟରେ ନିଷ୍ପତ୍ତି ନେବ ଗୃହ ମନ୍ତ୍ରଣାଳୟ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୨୦।୧୦: ଆସନ୍ତା ବର୍ଷ ପାକିସ୍ତାନ ଯିବାକୁ ଥିବା ଭାରତୀୟ ଦଳ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ନେବ ବୋଲି କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ସ୍ପଷ୍ଟ କରିଛନ୍ତି।...

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ...

ୟୁଟ୍ୟୁବ୍‌ରୁ ସର୍ଚ୍ଚ କରି ଝିଅକୁ ହତ୍ୟା କଲେ ମା’, ଏମିତି ପଡ଼ିଲା ଜଣା…

ଭୋପାଳ,୨୪ା୧୦: ମା’ର ମମତା ଆଗରେ ଦୁନିଆରେ ସବୁକିଛି ଫିକା। ପିଲା ପାଇଁ ମା’ ନିଜ ଜୀବନ ଦେବାକୁ ବି ପଛାଏ ନାହିଁ। ସବୁ ପରିସ୍ଥିତିରେ ସେ...

ଆସିବନି ଚତୁର୍ଥ ଲହର, ଭାରତରେ କରୋନା ଶେଷ ମୁହାଁ, ବିଶେଷଜ୍ଞଙ୍କ ରିପୋର୍ଟ…

ନୂଆଦିଲ୍ଲୀ,୮।୩ : ଭାରତରେ କରୋନାର ତୃତୀୟ ଲହର କ୍ରମାଗତ ଭାବରେ ଦୁର୍ବଳ ହେଉଛି। ବର୍ତ୍ତମାନ ସାରା ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ ୫୦ ହଜାରକୁ...

Advertisement
Archives

Model This Week