Advertisement

ବଜ୍ରପାତରେ ଗାଈଆଳଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲାରେ ବୁଧବାର ପୂର୍ବାହ୍ନରେ ବଜ୍ରପାତ ଘଟି ଜଣେ ଗାଈଆଳଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲିଙ୍ଗରାଜ ବେହେରା। ତାଙ୍କ ଘର ନୟାଗଡ଼ ଜିଲା ସରଣକୁଳ ଥାନା ବାଉଁସିଆ ଗାଁରେ।
ଲିଙ୍ଗରାଜ ଗାଈ ଚରାଇବାକୁ ଗାଁ ନିକଟସ୍ଥ ଚାସ ଜମିକୁ ଯାଇଥିଲେ। ବ୍ରଜପାତ ଘଟିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଣପର୍ବରେ ପରିଣତ ହୋଇଛି ବାଙ୍କୀ ମହୋତ୍ସବ’

ବାଙ୍କୀ, ୧୨।୧୦ (ସ୍ବ.ପ୍ର): ବାଙ୍କୀ ମହୋତ୍ସବ ଏକ ଗଣପର୍ବରେ ପରିଣତ ହୋଇଛି। ଏହି ଅଞ୍ଚଳର ମହାପୁରୁଷମାନଙ୍କ ସ୍ମୃତିରେ ପୂଜ୍ୟପୂଜାର ଆୟୋଜନ ନିଶ୍ଚିତ ପ୍ରଶଂସନୀୟ। ଏହି ମହୋତ୍ସବ...

ସ୍ମାର୍ଟକେମ୍‌ କମ୍ପାନୀ କାର୍ଯ୍ୟକୁ ବିରୋଧ ଜାରି

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ଗ୍ରାମ ନିକଟରେ ଟାଟା କମ୍ପାନୀର ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ୍‌ ଟେକ୍ନୋଲୋଜି ନାମକ ଏକ କାରଖାନା ନିର୍ମାଣକୁ...

ଶୁଖିଲା ପଡୁଛି ଓଭରହେଡ୍‌ ପାଣି ଟାଙ୍କି

କଟକ ସଦର,୧୫ା୫(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଯୋଗୁ କଟକ ସଦର ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଜାରି ରହିଛି। ଏଥିଯୋଗୁ ନିର୍ଦ୍ଧାରିତ ସମୟରେ ଗ୍ରାମ୍ୟ ପାନୀୟ ଜଳ...

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୨୩ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଶନିବାର ରାତି ୯ଟାରେ ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଗୋଟିଏ ଗେଟ୍‌ ଖୋଲାଯାଇଛି।...

ପୁଣି ଆଉ ଏକ ଟାର୍ଗେଟ ମିଶାଇଲ ସମୁଦ୍ର ଭିତରୁ ଉଦ୍ଧାର

ବାହାନଗା, ୫।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁର ପଞ୍ଚାୟତର ବାଉଁଶ ଆଡିଆ ସ୍ଥିତ ମାଛ ଧରା କେନ୍ଦ୍ର(ଜେଟି)ର ସମୁଦ୍ର ଭିତରୁ ପୁଣି ଏକ ଟାର୍ଗେଟ...

କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ଗର୍ଜିଲେ ବଲାଙ୍ଗୀର ମହିଳା ବିଜେଡି

ବଲାଙ୍ଗୀର ଅଫିସ,୧।୧୧: ଦରଦାମ ବୃଦ୍ଧି ପ୍ରତିବାଦରେ ବଲାଙ୍ଗୀର ମହିଳା ବିଜେଡି ପକ୍ଷରୁ ଜଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ବଲାଙ୍ଗୀର ମହିଳା ବିଜେଡି...

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ଦେଲେ ୧୫ ଏସ୍‌ଏଚ୍‌ଜି

ବୌଦ୍ଧ, ୨୩ା୪(ସ୍ବ.ପ୍ର)-ବୌଦ୍ଧ ଜିଲା ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମଶିଣାଗୋରା ଗ୍ରାମର ୧୫ଟି ଏସଏଚଜିର ମହିଳାମାନେ ମିଳିତ ଭାବରେ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୦୦୦ ଟଙ୍କାର ସହାୟତା...

ପ୍ରଶଂସା ସାଉଁଟିଲା ଅଲିଭା ରେଜିଷ୍ଟର

ନୟାଗଡ଼ ଅଫିସ,୨୪ା୧୧: ନୟାଗଡ଼ ଜିଲାର ଅଲିଭା ରେଜିଷ୍ଟର ରାଜ୍ୟସ୍ତରରେ ପ୍ରଶଂସା ସାଉଁଟିଛି । ବାଲ୍ୟ ବିବାହ ବନ୍ଦ ନିମନ୍ତେ ନୟାଗଡ଼ ଜିଲା ପ୍ରଶାସନର ଏହି ଅଭିନବ...

Advertisement
Archives

Model This Week