ବଜ୍ରପାତରେ ଗୋରୁଚରାଳୀଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୪(ଡି.ଏନ.ଏ)- ତାରସିଂ ଥାନା ତୋଲଡ଼ିରେ ବୁଧବାର ବଜ୍ରପାତରେରେ ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତୋଲାଡିର ଲକ୍ଷ୍ମଣ ବେହେରା (୩୦)। ଲକ୍ଷ୍ମଣ ଗୋରୁ ନେଇ ଯାଇଥିବାବେଳେ ଅପରାହ୍ନ ୫ଟାରେ ବଜ୍ରପାତରେ ଗୁରୁତର ହୋଇଥିଲେ। ଏହାପରେ ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍‌ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍‌ପିଟାଲକୁ ପଠାଇଛି। ବଜ୍ରପାତରେ ଲକ୍ଷ୍ମଣଙ୍କ ଗୋଟିଏ ଗାଈ ଓ ଗୋଟିଏ ବାଛୁରୀର ମଧ୍ୟ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର ତାଲିକା ପ୍ରସ୍ତୁତିରେ ଅନିୟମିତତା ଅଭିଯୋଗ

ଭଣ୍ଡାରିପୋଖରୀ, ୨୯।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ନାଆଁମୀ ଓ ନଗୁଆଁ ସମବାୟ ସମିତିରେ ନିର୍ବାଚନ ପାଇଁ ପ୍ରକାଶିତ ଭୋଟର ତାଲିକାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ...

ମା’ ତାରିଣୀଙ୍କ ମନ୍ଦିରରେ ଭକ୍ତଙ୍କୁ ଦର୍ଶନ ମନା

ଘଟଗାଁ,୨୧।୩(ଡି.ଏନ୍‌.ଏ.)- କେନ୍ଦୁଝର ଜିଲାର ପ୍ରସିଦ୍ଧ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି। କରୋନା ଭାଇରସ ସଂକ୍ରମଣରୁ ରକ୍ଷା ପାଇଁ ରାଜ୍ୟ...

ଘରୁ ମଗାଇ ଖାଉଛନ୍ତି ପ୍ରବାସୀ

ବିଞ୍ଝାରପୁର,୨୫।୫(ଡି.ଏନ୍‌.ଏ.)-ବାହାର ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧ ଗୃହରେ ମେନୁ ହିସାବରେ ଖାଦ୍ୟ ଦିଆଯାଉନି। ପ୍ରାୟ ସବୁଦିନ ବାଇଗଣ ତରକାରୀ ମିଳୁଛି। ଏ ନେଇ ଯେତେ...

ମହିଳାଙ୍କ ଦେହରେ ବାଜିଲା ପୋଲିସ ଗୁଳି

ଅନୁଗୋଳ ଅଫିସ,୧୧ା୫: ଅନୁଗୋଳ ଥାନା ଅନ୍ତର୍ଗତ ସରଧାପୁର ଗ୍ରାମର ମହିଳାଙ୍କ ଦେହରେ ସୋମବାର ମଧ୍ୟାହ୍ନରେ ପୋଲିସର ଗୁଳି ବାଜିଛି। ଫାୟାରିଂ ରେଞ୍ଜରେ ଅଭ୍ୟାସ ଚାଲିଥିବା ବେଳେ...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ...

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବାଇକ୍‌: ଜଣେ ମୃତ

ନୂଆଗାଁ,୧୯।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଗଦାଧରପୁରଠାରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌କୁ ବାଇକ୍‌ ପଛରୁ ଧକ୍କା ଦେଇଛି। ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି...

ପଡ଼ା ଗାଁରେ ପୁଷ୍‌ପୁନି ଭେଟଘାଟ: କୁଇଜ, ନୃତ୍ୟଗୀତରେ ଦର୍ଶକ ବିଭୋର

ବରଗଡ, ୧୦।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପଡା ଗାଁରେ ପ୍ରକାଶ ସାଂସ୍କୃତିକ ସଂସଦ ପକ୍ଷରୁ ସ୍ଥାନୀୟ ଲକ୍ଷ୍ମୀ ଲୀଳା ମଣ୍ଡପରେ ପୁଷ୍‌ପୁନି ଭେଟଘାଟ ଶୁକ୍ରବାର...

ଦିଲ୍ଲୀରେ ପୁରସ୍କାର, ବଲଣ୍ଡାରେ ତିରସ୍କାର

ତାଳଚେର, ୪।୯: ୬୨ ବର୍ଷ ତଳେ ୪୧୧ ପରିବାରର ପୈତୃକ ଜମି ନିଆଗଲା। ପରେ ବାସଗୃହ ଅଧିଗ୍ରହଣ କରି ପ୍ରଥମ ଖଣି ଖୋଳାଗଲା। କୋଇଲା ଶେଷ...

Advertisement
Archives

Model This Week