ବଜ୍ରପାତରେ ଚାଲିଗଲା ୨ ମହିଳାଙ୍କ ଜୀବନ

ଭାପୁର/ବନ୍ତଳା,୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ବାଲିଅମ୍ବା ପଞ୍ଚାୟତ ରାଇଡିହି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ନିର୍ମଳା ସାହୁଙ୍କ ମୃତ୍ୟୁ ହୋଇଛି। ନିର୍ମଳା ଘର ନିକଟ ପଡିଆକୁ ଗାଇ ଫିଟାଇବାକୁ ଯାଇଥିବାବେଳେ ବଜ୍ରପାତ ଘଟିଥିଲା। ଭାପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ସେହିପରି ଅନୁଗୋଳ ଥାନା କୁମୁରିସିଙ୍ଗା ପଞ୍ଚାୟତ କାବୁଲିପାଳ ଗ୍ରାମରେ ବଜ୍ରପାତ ଘଟି ଗ୍ରାମର ସୀତା ଭୋଇ(୪୨) ପ୍ରାଣ ହରାଇଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା: ନାବାଳକଙ୍କୁ ୨୦ ବର୍ଷ ଜେଲ୍‌

ଅନୁଗୋଳ ଅଫିସ, ୪।୮-ଅନୁଗୋଳ ଥାନା ପଞ୍ଚମହଲା ନିକଟରେ ୨୦୧୭ ମାର୍ଚ୍ଚ ୩୧ରେ ଜଣେ ଛାତ୍ରୀଙ୍କୁ ଗଣ ବଳାତ୍କାର କରାଯାଇଥିବା ମାମଲାରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ...

୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ...

‘ଧରିତ୍ରୀ’ ପ୍ରଭାବ: ବ୍ଲକ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୁଶାନ୍ତ ୮ ବର୍ଷ ପରେ ନ୍ୟାୟ ପାଇଲେ

କୋରୁକୋଣ୍ଡା,୫।୯(ଡି.ଏନ୍‌.ଏ.): ଶୁଣିଲେ ସରକାର, ମିଳିଲା ସହାୟତା । ୮ ବର୍ଷ ପରେ ନ୍ୟାୟ ପାଇଲେ ସୁଶାନ୍ତ। ଘଟଣାଟି ହେଉଛି ମାଲକାନଗିରି ଜିଲା ଅନ୍ତର୍ଗତ କୋରୁକୋଣ୍ଡା ବିଡିଓଙ୍କ...

କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ

ପୁରୀ ଅଫିସ, ୪ା୮: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍‌ଡବ୍ଲ୍ୟୁ।...

ବାତ୍ୟା ଫନୀ ପ୍ରଭାବ: କାକଟପୁର ଶିକ୍ଷା ବିଭାଗର ୧ କୋଟି ଟଙ୍କାର କ୍ଷତି ହୋଇଥିବା ଆକଳନ, ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବାକୁ ଦାବି

କାକଟପୁର,୨୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ‘ଫନୀ’ ପ୍ରଭାବରେ କାକଟପୁର ବ୍ଲକ ଶିକ୍ଷା ବିଭାଗର ପ୍ରାୟ ୧ କୋଟି ଟଙ୍କାର କ୍ଷତି ଘଟିଥିବା ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର...

ମଧ୍ୟରାତ୍ରିରେ ଉତ୍ସବ, ଜନ୍ମନେଲେ ଯିଶୁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଖ୍ରୀଷ୍ଟ୍ରିୟାନ ଧର୍ମାବଲମ୍ବୀଙ୍କ ବଡ଼ପର୍ବ ଖ୍ରୀଷ୍ଟମାସ ପାଳନ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ। ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିବସକୁ ପାଳନ କରିବା ଓ ତାଙ୍କ ଜନ୍ମମୁହୂର୍ତ୍ତରେ ଉତ୍ସବ ମନାଇବାକୁ...

ଜଟଣୀରେ କଂସେଇଖାନା ନାହିଁ: ଅବାଧରେ ବାହାରେ ଚାଲିଛି ମାଂସକଟା

ଜଟଣୀ,୯ା୧(ଡି.ଏନ.ଏ.): ଜଟଣୀରେ କଂସେଇଖାନାଟିଏ ନାହିଁ। ନିୟମକୁ ଉଲ୍ଲଂଘନ କରି ବିଭିନ୍ନ ସ୍ଥାନରେ ଖୁଲମ୍‌ଖୁଲା ଛେଳି, ମେଣ୍ଢା, କୁକୁଡ଼ା କଟାଯାଇ ବ୍ୟବସାୟ ଚାଲିଛି। ପ୍ରଶାସନ ପକ୍ଷରୁ ଏହା...

ଗାଈ ଗୋରୁଙ୍କ ଚରାଭୂଇଁ ପାଲଟିଛି ୫୫ନଂ. ଜାତୀୟ ରାଜପଥ: ବଢୁଛି ଦୁର୍ଘଟଣା

ବଅଁରପାଳ,୨୫।୬(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ଓ ନାଲ୍‌କୋ ଅଞ୍ଚଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ଗାଈ ଗୋରୁଙ୍କ ଚରାଭୂଇଁ ପାଲଟିଥିବା ଦେଖାଦେଇଛି। ସକାଳ ଓ ସଞ୍ଜ...

Coronavirus Update


Archives

Model This Week

Why Dharitri