ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

ଶେରଗଡ଼,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପୁନାଦ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତ ସହ ବର୍ଷା ହୋଇଥିଲା। ଏହି ସମୟରେ ଗ୍ରାମର ବୁଲୁ ଖଟେଇ ବିଲରେ କାମ କରୁଥିବାବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ଶୁକ୍ରବାର ସକାଳେ ବିଲରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ଶେରଗଡ଼ ଥାନା ଓ ଶେରଗଡ଼ ତହସିଲକୁ ଖବର ଦେଇଥିଲେ। ଶେରଗଡ଼ ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଓ ଶେରଗଡ଼ ତହସିଲଦାର ଡ. ଦୟାସିନ୍ଧୁ ପରିଡା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶେରଗଡ଼ ପୋଲିସ ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ପାଇଁ ଆସିକା ପଠାଇବା ସହ ଏକ ଅପମୃତ୍ୟୁ ମାମଲା (ନଂ. ୧/୨୦) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍‌ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି

ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି।...

ଯାଜପୁର ମୁଖ୍ୟ ଚିକିତ୍ସାଳୟ: ଅଟୋରିକ୍ସା ଦ୍ୱାରା ଅବରୋଧ ହେଉଛି ପ୍ରବେଶ ଦ୍ୱାର

ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ମହିଳା ଓ ଶିଶୁଙ୍କ ପାଇଁ ରହିଥିବା ସ୍ବତନ୍ତ୍ର ଚିକିତ୍ସାଳୟ ପ୍ରବେଶଦ୍ୱାରରେ କେତେକ ଅଟୋ ନିୟମିତ ଭାବେ ପାର୍କିଂ କରିବା...

ବଢି ଚାଲିଛି ମାପ ଓଜନ ଠକେଇ

ଭଦ୍ରକ ଅଫିସ, ୧୪।୧୦ – ଭଦ୍ରକ ଜିଲା ସଦର ମହକୁମା ବଙ୍କସାହି ଠାରେ ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବୈଧ ମାପବିଜ୍ଞାନ ନିରୀକ୍ଷକଙ୍କ...

କାର୍ଯ୍ୟାଳୟ ପାଇଁ ସତର୍କ, ଅନ୍ୟ ଅଞ୍ଚଳ ଚିନ୍ତାନାହିଁ

ଅନୁଗୋଳ ଅଫିସ୍‌, ୨୪ା୭ ମହାମାରୀ କରୋନା ଅନୁଗୋଳରେ କାୟା ମେଲାଇ ଚାଲିଛି। ଦିନକୁ ଦିନ ପଜିଟିଭ୍‌ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହେଉଛି। ପୂର୍ବରୁ ପ୍ରବାସୀ ଶ୍ରମିକଙ୍କ...

କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ...

ଶୈଳଶ୍ରୀକ୍ଷେତ୍ର ବାହୁଡ଼ିଲେ ମହାବାହୁ: ଆଜି ରଥ ଉପରେ ସୁନାବେଶ

ଅନୁଗୋଳ ଅଫିସ, ୧୩।୭ – ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ୯ ଦିନର ଲୀଳାଖେଳ ଶେଷ କରି ଶୈଳଶ୍ରୀକ୍ଷେତ୍ର ବାହୁଡ଼ି ଆସିଛନ୍ତି ମହାବାହୁ। ନିର୍ଦ୍ଧାରିତ ସମୟ...

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩...

ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ

ଗୁଡଭେଲା,୩।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଗୁଡଭେଲା ପ୍ରଶାସନ ପକ୍ଷରୁ ବ୍ଲକର ୧୩ଟି ପଞ୍ଚାୟତରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ବ୍ଲକ୍‌ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା ଏହି ସବୁ ଖାଦ୍ୟ...

Coronavirus Update


Archives

Model This Week

Why Dharitri