ବଜ୍ରପାତରେ ଚାଷୀ ମୃତ

ତିହିଡ଼ି,୨୧।୮(ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ କମାରିଆ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ସୁଦାମ ସାହୁ(୩୫)। ସେ ବିଲରେ କାମ କରୁଥିବା ବେଳେ ବଜ୍ରପାତ ଘଟି ଗୁରୁତର ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ତିହିଡ଼ି ଥାନା ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା(ନଂ. ୩୭/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଆସିବାକୁ ବିରୋଧ କରିବାରୁ ହତ୍ୟା

ବୁଗୁଡ଼ା,୧୭ା୧୧(ଡି.ଏନ.ଏ.)- କେ.ନୂଆଗାଁ ଥାନା ଦିଗବାରିଣୀ ପାହାଡ଼ ନିକଟସ୍ଥ କେରାଣ୍ଡିମାଳ ଜଙ୍ଗଲରୁ ଶୁକ୍ରବାର ପୋଲିସ ଯଜ୍ଞସେନ ଜେନା (୧୫)ଙ୍କ କଙ୍କାଳ ଉଦ୍ଧାର କରିଥିଲା। ନଂ. ୨୬୫/୧୯ରେ ମାମଲା...

ଇଦ୍‌-ଉଲ୍‌-ଜୁହା ଲାଗି ଖର୍ଚ୍ଚ ମାଗିବାରୁ ‘ତଲାକ’

ସୋର, ୧୪।୮(ଡି.ଏନ.ଏ.)-ତିନି ତଲାକ୍‌କୁ ଉଚ୍ଚାରଣ କରି ଛାଡପତ୍ର ଦେବା ବେଆଇନ ଘୋଷଣା କରାଯାଇଛି। ଏହାକୁ ଅମାନ୍ୟ କଲେ ୩ ବର୍ଷ ଜେଲଦଣ୍ଡ ବିଧାନ ବ୍ୟବସ୍ଥା ହୋଇଛି।...

ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି...

ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ...

ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୨ ଯୁବକଙ୍କୁ ଆଜୀବନ କାରାଦଣ୍ଡାଦେଶ

ରାଇରଙ୍ଗପୁର, ୨୨।୧୨(ଡି.ଏନ.ଏ.)- ପଡ଼ୋଶୀ ଝାଡଖଣ୍ଡ ରାଜ୍ୟ ଜାମସେଦପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ହତ୍ୟା କରାଯିବା ମାମଲାର ବିଚାର କରି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା...

ରାସ୍ତାକୁ ନେଇ ବିବାଦ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୧୪ା୯ -ଫୁଲବାଣୀ ବ୍ଲକ ଦଡକି ପଞ୍ଚାୟତର ଦୁବଗଡ ପିପଳସାହିରେ ଏକ ରାସ୍ତାକୁ ନେଇ ବିବାଦ ସୃଷ୍ଟି ହେବା ସହ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।...

ଫୁଲବାଣୀରେ ୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ତୁଷାରପାତ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି, ୧୩ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲାରେ ହାଡଭଙ୍ଗା ଶୀତ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ...

Coronavirus Update


Archives

Model This Week

Why Dharitri