ବଜ୍ରପାତରେ ଚିଙ୍ଗୁଡି ଚାଷୀଙ୍କ ପ୍ରାଣଗଲା

ରୂପ୍‌ସା, ୧୭ା୮(ଡ଼ି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ପରିଖି ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଚିଙ୍ଗୁଡି ଚାଷ କରୁଥିବା ପଞ୍ଚାନନ ରଣା (୬୨) ନାମକ ଚାଷୀଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ପଞ୍ଚାନନଙ୍କ ଘର ଟାଉନ ଥାନା ରାଜା ବଗିଚା ଅଞ୍ଚଳରେ। ସେ ନିଜ ଚିଙ୍ଗୁଡିଫାର୍ମକୁ ଆସିଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଫାର୍ମ କର୍ମଚାରୀ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ଶନିବାର ସଦର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୪୫/୧୯) ରୁଜୁ ହୋଇ ମୃତଦେହ ବ୍ୟବଚ୍ଛେଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବ୍ଲକ୍‌ର ୫ ଗ୍ରାମ ସିଲ୍‌

ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ...

ବେଧଡକ ଚାଲିଛି ଗୋଚାଲାଣ : ୧ ଗୋରୁ ମୃତ, ୨୭ ଉଦ୍ଧାର

କେନ୍ଦୁଝର, ୧୯ା୨ (ସ୍ବ.ପ୍ର.)-ବ୍ୟାପକ ଧରପଗଡ ସତ୍ତ୍ୱେ କେନ୍ଦୁଝର ଜିଲା ଦେଇ ବାହାର ରାଜ୍ୟ ଓ ଦେଶକୁ ଗୋଚାଲାଣ ବନ୍ଦ ହେଉ ନ ଥିବାରୁ ଅସନ୍ତୋଷ ବଢିବାରେ...

ଇଟାଭାଟି ସୁପରଭାଇଜରଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତ ଗଲେ ଜେଲ, ୨ ସୁପାରି କିଲର ଫେରାର

ଦିଗପହଣ୍ଡି,୧୧ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ଶ୍ମଶାନ ନିକଟ ଇଟାଭାଟିରେ କାମ କରୁଥିବା ସୁପରଭାଇଜର ସାଗର ପାତ୍ରଙ୍କୁ ଗୁଳି ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗରେ ପୋଲିସ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଅବ୍ୟବସ୍ଥା: ପ୍ରତିବାଦ କଲେ ଅନ୍ତେବାସୀ

କପ୍ତିପଦା,୧୭ା୫(ଡି.ଏନ୍‌.ଏ.)- କରେନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ବ୍ଲକ୍‌ ଓ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ଏଥିପାଇଁ ଆର୍ଥିକ ସହାୟତା...

ଲାଞ୍ଚ ମାମଲା: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ,୩୦ା୧୦: ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଗୁଟିଙ୍ଗିଆ ପଞ୍ଚାୟତ...

ମାଟି ତଳେ ଶହ ଶହ ଆଧାରକାର୍ଡ଼

ବାଲେଶ୍ୱର ଅଫିସ, ୭।୬-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ବଡ଼ାସ ପଞ୍ଚାୟତର ଯୋଗାଇ ପୋଷ୍ଟ ଅଫିସ୍‌ର ପିଅନଙ୍କ ଘର ପୋଖରୀ ଆଡ଼ିରେ ପୋତା ହୋଇଥିବା ଶହ ଶହ...

ଆଶାକର୍ମୀଙ୍କ ପୁଅକୁ ପିଟିଲେ ସରପଞ୍ଚ

ଏରସମା,୭ା୬(ସ୍ବ.ପ୍ର.): ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସରପଞ୍ଚ ଜଣେ ଆଶାକର୍ମୀଙ୍କ ପୁଅକୁ ପିଟିଥିବା ଶନିବାର ରାତିରେ ଏରସମା ଥାନାରେ ଅଭିଯୋଗ ହୋଇଥିଲା। ରବିବାର ଏରସମା...

ଭଉଣୀଙ୍କୁ ଶାଶୁଘରେ ଛାଡ଼ି ଫେରିବାବେଳେ ଦୁର୍ଘଟଣା : ଭାଇଙ୍କ ଜୀବନଗଲା

ହାଟଡ଼ିହୀ,୧୦।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୁଲଣ ପଞ୍ଚାୟତ ଆବୁଲପୁରା ଗ୍ରାମର ବିନୋଦ ଦାସଙ୍କ ପୁଅ ଘନଶ୍ୟାମ(୨୫)ଙ୍କ ଶନିବାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଘନଶ୍ୟାମ ଭଉଣୀଙ୍କୁ...

Play 250+ Trending Games
Archives

Model This Week

Why Dharitri