ବଜ୍ରପାତରେ ଛେଳି ଚରାଳିଙ୍କ ମୃତ୍ୟୁ

ଭଞ୍ଜନଗର,୨୮।୯(ଡି.ଏନ୍‌.ଏ.): ଭଞ୍ଜନଗର ଥାନା ଡୁମାକୁମ୍ପାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଛେଳିଚରାଳି ମୃତ୍ୟୁବରଣ କରିଛନ୍ତି। ସେହେଲେ ଅମୁଲ୍ୟ ଗୌଡ (୨୭)। ଏଥିସହ ଜୁରିଆ ଗୌଡ (୫୯) ଗୁରୁତର ଆହତ ହୋଇଛନ୍ତି। ଜୁରିଆଙ୍କୁ ସ୍ଥାନୀୟ ହସ୍‌ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ଖବରପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅମୂଲ୍ୟଙ୍କ ମୃତଦେହ ଜବତ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ଅମୁଲ୍ୟ ଓ ଜୁରିଆ ଗ୍ରାମ ନିକଟରେ ଛେଳି ଚରାଉଥିଲେ। ଅପରାହ୍ନ ପ୍ରାୟ ୨ଟାବେଳେ ବଜ୍ରପାତ ହୋଇଥିଲା। ଏଥିରେ ଉଭୟ ଗୁରୁତର ଭାବେ ଆହତ ହୋଇଥିଲେ। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ପହଞ୍ଚତ୍ ଆହତ ଦ୍ୱୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସ୍ଥାନୀୟ ହସପିଟାଲକୁ ଆଣିଥିଲେ। ମେଡିକାଲରେ ଅମୂଲ୍ୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକ୍ଷୟମୁଖୀ ଜଙ୍ଗଲ, ଅସୁରକ୍ଷିତ ବନ୍ୟପ୍ରାଣୀ

ଜଗତ୍‌ସିଂହପୁର ଅଫିସ, ୫।୬: ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି।...

ଦୁର୍ଘଟଣାରେ ମହିଳା ମୃତ, ୬ ଗୁରୁତର

ଛତିଆ,୧୮ା୬(ଡି.ଏନ.ଏ.): ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ କୋଲକାତାରୁ ପୁରୀ ଯାଉଥିବା ଏକ ପରିବାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬ଜଣ...

ପୌର କାର୍ଯ୍ୟାଳୟ ଘେରିବ ଦର୍ଜି ସଂଘ

ମାଲକାନଗିରି,୩ା୨ (ଡି.ଏନ୍‌.ଏ.) ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ମା’ ମାଉଲି ଦର୍ଜି ସଂଘର ଏକ ସାଧାରଣ ବୈଠକ ସଭାପତି ଦୁର୍ଯ୍ୟୋଧନ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଜୁ ପଟ୍ଟନାୟକ...

ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦...

ବଢ଼ିଚାଲିଛି ପଲିଥିନ ବ୍ୟବହାର

ଚମ୍ପୁଆ,୨୭।୨ (ଡି.ଏନ.ଏ.): କେନ୍ଦୁଝର ଜିଲାର ଚମ୍ପୁଆ ଏନ୍‌ଏସି ଏକ ଉପାନ୍ତ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଦିନକୁଦିନ ସରକାରଙ୍କ ପକ୍ଷରୁ ନିଷେଧ କରାଯାଇଥିବା ପଲିଥିନର ବ୍ୟବହାର ବୃଦ୍ଧି...

ବିଶୃଙ୍ଖଳିତ ସୁରଟ ଫେରନ୍ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ଦିଗପହଣ୍ଡି,୬ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ବାଳିକା ହାଇସ୍କୁଲ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ଆକ୍ରମଣ: ଗାଁରେ ଅଶାନ୍ତି

ପୁରୁଷୋତ୍ତମପୁର,୧୦।୧୧(ଡି.ଏନ୍‌.ଏ.): ଗୁଣିଗାରେଡ଼ି, ଅନ୍ଧବିଶ୍ବାସକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ବେଢଜି ନୂଆଁପଲ୍ଲୀ ଗ୍ରାମରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ବୁଧବାର ରାତିରେ ଗୁଣିଗାରେଡ଼ି...

ଲୋକଙ୍କ ସମସ୍ୟା ସମାଧାନ କର: ବିଧାୟକ

ବଇଣ୍ଡା,୩୧।୫(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗୁରୁବାର ବିଧାନସଭାରେ ନୂତନ ଭାବେ ଶପଥ ନେବା ପରେ ନିଜ ନିର୍ବାଚନ ମଣ୍ଡଳୀକୁ ଆସି କାର୍ଯ୍ୟ ଆରମ୍ଭ କରିଛନ୍ତି।...

Advertisement
Archives

Model This Week