ବଜ୍ରପାତରେ ଜଣଙ୍କ ଜୀବନଗଲା

କେନ୍ଦୁଝର,୧ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ସଦର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଇଦାନକେଲ ଗ୍ରାମର କୁବେର ବେହେରା(୪୦)। ଶୁକ୍ରବାର ସେ ନିକଟସ୍ଥ ମଇଦାନକେଲ ଜଙ୍ଗଲକୁ ବଳଦ ଚରାଇବାକୁ ଯାଇଥିଲେ। ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ କୁବେରେ ସେଠାରେ ଟଳି ପଡ଼ିଥିଲେ। ପରିବାର ଲୋକେ ୧୦୮ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri