ବଜ୍ରପାତରେ ଜଣଙ୍କ ଜୀବନଗଲା

କେନ୍ଦୁଝର,୧ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ସଦର ବ୍ଲକ ଅଞ୍ଚଳରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଇଦାନକେଲ ଗ୍ରାମର କୁବେର ବେହେରା(୪୦)। ଶୁକ୍ରବାର ସେ ନିକଟସ୍ଥ ମଇଦାନକେଲ ଜଙ୍ଗଲକୁ ବଳଦ ଚରାଇବାକୁ ଯାଇଥିଲେ। ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇଥିଲା। ଫଳରେ କୁବେରେ ସେଠାରେ ଟଳି ପଡ଼ିଥିଲେ। ପରିବାର ଲୋକେ ୧୦୮ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ପିଗ୍‌ ଆଇରନ କିଣି ଗିରଫ ହେଲେ ଶିଳ୍ପପତି

ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍‌ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର...

୫ଶହ ଟଙ୍କା ଭଡ଼ାଘରେ ସୋସାଇଟି କାର୍ଯ୍ୟାଳୟ

ଭଞ୍ଜନଗର,୧୩।୨(ଡି.ଏନ.ଏ.):କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ ସେବା ସମବାୟ ସମିତି ସଂସ୍ଥା କାର୍ଯ୍ୟ କରୁଛି। ଭଞ୍ଜନଗର ବ୍ଲକରେ ୧୩ଟି ସେବା ସମବାୟ ସମିତି କାର୍ଯ୍ୟାଳୟ ଅଛି ।...

ବଞ୍ଚିବାର ରାହା ଖୋଜୁଛନ୍ତି ଆଦିବାସୀ

ଭବାନୀପାଟଣା,୧୬।୧(ସ୍ବ.ପ୍ର.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ...

ଡାକ୍ତରୀମାଇନା ପାଇଁ ୧୨ ଘଣ୍ଟା ଅପେକ୍ଷା

କେନ୍ଦୁଝର,୨୨।୧(ସ୍ବ.ପ୍ର.): କେନ୍ଦୁଝର ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ଡାକ୍ତରୀମାଇନା ପାଇଁ ପୀଡ଼ିତାଙ୍କୁ ୧୨ଘଣ୍ଟା ଅପେକ୍ଷା କରିବାକୁ ପଡ଼ିଥିଲା। ଡାକ୍ତରଖାନାର...

ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର...

କୋରାପୁଟ ଜିଲା କୃଷି ଅଧିକାରୀଙ୍କ ଗାଡ଼ିରୁ ମିଳିଲା ୧୧ ଲକ୍ଷ ଟଙ୍କା

ଜୟପୁର, ୨।୭(ଡି.ଏନ୍‌.ଏ./ନି.ପ୍ର.)- କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କ ଗାଡ଼ିରୁ ଗୁରୁବାର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି। ଏହାପରେ ଜୟପୁର...

ବନ୍ୟଜନ୍ତୁକୁ ଗିଳିଲା ବୋଡ଼ା ସାପ

ବୁଗୁଡ଼ା,୧୫ା୮(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ମୋଟାବାଡ଼ି ନିକଟସ୍ଥ ପଡ଼ିଆରେ ବୁଧବାର ସନ୍ଧ୍ୟାରେ ଏକ ବନ୍ୟଜନ୍ତକୁ ଗିଳିବା ଅବସ୍ଥାରେ ବୋଡ଼ା ସାପକୁ ଦେଖିବାକୁ ମିଳିଛି। ଲୋକେ ବିଲରେ କାମ...

କେସିଙ୍ଗା ବ୍ଲକରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

କେସିଙ୍ଗା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୦୫ ବୁଥ ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ସକାଳ ୭ରୁ ଆରମ୍ଭ ହୋଇଛି। ଏହି ବ୍ଲକର ୨୬...

Advertisement
Archives

Model This Week