ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଢେଙ୍କାନାଳ ଅଫିସ,୨ା୬-ଢେଙ୍କାନାଳ ଜିଲା ସଦର ଥାନା ସିମିନଇ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଅଭୟ ପରିଡା(୪୦)ଙ୍କ ମୃତ୍ୟୁ ହୋଇଛି। ସେହିପରି ଅଭିଷେକ ମହାରଣା(୧୯)ନାମକ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଅଭିଷେକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉଭୟେ ଚାଷ ପାଇଁ ବିଲକୁ ଯାଇଥିବାବେଳେ ବଜ୍ରପାତ ହୋଇଥିଲା। ଫଳରେ ଅଭୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅଭିଷେକ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri