ବଜ୍ରପାତରେ ଜଣେ ମୃତ

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.):ତିର୍ତ୍ତୋଲ ବ୍ଲକ କନକପୁର ପଞ୍ଚାୟତ ବଡ଼ସରୋଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ସେହି ଗ୍ରାମର ଦ୍ୱିଜବର ଭୋଇ(୬୨)ଙ୍କ ମୃତ୍ୟୁ ଘଟିଛି। ଅପରାହ୍ନରେ ପ୍ରବଳ ଘଡ଼ଘଡ଼ି ବିଜୁଳି ମାରୁଥିବା ବେଳେ ଦ୍ୱିଜବର ତାଙ୍କ ଘର ଆଗରେ ଥିବା ଏକ ଗଛ ମୂଳରେ ଠିଆ ହୋଇଥିଲେ। ଏହି ସମୟରେ ତାଙ୍କ ଉପରେ ଘଡ଼ଘଡ଼ି ପଡିବା ଯୋଗୁ ସେହି ସ୍ଥାନରେ ସେ ଅଚେତ ହୋଇ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ସେଠାରେ ଦ୍ୱିଜବରଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri