ବଜ୍ରପାତରେ ଜଣେ ମୃତ

ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି ପୋଲିସ ମୃତଦେହ ଜବତ କରି ୭/୧୯ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ମୃତଦେହ ଭଞ୍ଜନଗର ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ହିମାଶୁଂ ବଳଦ କିଣିବାକୁ ଯାଇ ଫେରୁଥିବାବେଳେ କାମ କରିବାକୁ ଯାଇଥିବାବେଳେ ବଜ୍ରପାତରେ ଆହତ ହୋଇଥିଲେ। ଏହି ସମୟରେ ବଜ୍ରପାତ ମାରିବାରୁ ସେ ଆହତ ହୋଇଥିଲେ। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ବାପରେ ହିମାଶୁଂଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ମେଡିକାଲକୁ ପଠାଇବା ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ସହ ସଂଯୋଗୀକରଣ ହେଉନି ମହାନଦୀ : କେନ୍ଦ୍ର ଅବହେଳାକୁ ଦାୟୀ

ବ୍ରହ୍ମପୁର ଅଫିସ,୧୯ା୫-କୃଷି ପ୍ରଧାନ ଗଞ୍ଜାମ ଜିଲାର ବହୁବର୍ଷର ଦାବି ଋଷିକୁଲ୍ୟା ଓ ମହାନଦୀ ସଂଯୋଗୀକରଣ ହୋଇପାରିଲା ନାହିଁ। ବିଜେଡି ଓ ଭାଜପା ମେଣ୍ଟ ସରକାର ଅମଳରୁ...

ପ୍ରଶାସନକୁ ମାସ୍କ ପ୍ରଦାନ କଲା ଗ୍ରାସିମ କମ୍ପାନୀ

ଗଞ୍ଜାମ,୧୭ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାରେ ‘ନୋ ମାସ୍କ ନୋ ରାଶନ’ ନିୟମ ଘୋଷଣା କରିଛନ୍ତି। ଏଥିସହିତ ମାସ୍କ ପିନ୍ଧି ନ ଥିବା...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ...

ବିଷ ପିଇ ଯୁବକଙ୍କ ମୃତ୍ୟୁ ଘଟଣା: ସ୍ବାସ୍ଥ୍ୟକେନ୍ଦ୍ରରେ ଭଙ୍ଗାରୁଜା, କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ

ପାତ୍ରପୁର,୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗ୍ରାମର ଅଶ୍ୱିନୀ ବେହେରା(୩୦) ବୁଧବାର ସନ୍ଧ୍ୟାରେ ବିଷ ପିଇ ଗୁରୁତର ଅବସ୍ଥାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ।...

ଦୁର୍ଘଟଣାରେ ଚାଲିଗଲା ସିପାହୀଙ୍କ ଜୀବନ

ଗଞ୍ଜାମ,୪।୨(ଡି.ଏନ.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଁ ଗାଁ ଛକ ନିକଟସ୍ଥ ୧୬ନମ୍ବର ରାଜପଥରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଛତ୍ରପୁର ଓଏସ୍‌ଏପି...

ଛତ୍ରପୁର ବିଡିଓଙ୍କୁ କାରଣ ଦର୍ଶାଅ ନୋଟିସ ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯୧୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଡିିଓ ଅମ୍ବିକା ପ୍ରସାଦ ଦାଶଙ୍କୁ କାରଣ ଦର୍ଶାଅ ନୋଟିସ (ନଂ ୬୮୪୯) ଜାରି ହୋଇଛି। ସରକାରୀ କାର୍ଯ୍ୟରେ ଦାୟିତ୍ୱହୀନତା ଓ...

୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର...

ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ...

Advertisement
Archives

Model This Week