ବଜ୍ରପାତରେ ଜଳିଗଲା ଦୁଇବଖରା : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ମହାକାଳପଡ଼ା,୧୬।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତସ୍ଥ ସ୍ଥାନୀୟ ବିବି କଲୋନୀ ଗ୍ରାମରେ ବୁଧବାର ହଠାତ୍‌ ବଜ୍ରପାତ ଘଟି ସୁକୁମାର ଦେବନାଥଙ୍କ ଦୁଇ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ସମସ୍ତ ଆସବାବପତ୍ର ସହ ନଗଦ ଟଙ୍କା ଜଳିପୋଡ଼ି ପାଉଁଶ ହୋଇଯାଇଛି। ସୌଭାଗ୍ୟବଶତଃ ଏହି ସମୟରେ ଘରେ କେହି ନ ଥିଲେ। ଚାଷଜମିକୁ ଯାଇଥିବାରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିବା ବେଳକୁ ସବୁ ଜଳି ଯାଇଥିଲା। ସରକାରୀ ସହାୟତା ପାଇଁ ପ୍ରଶାସନ ନିକଟରେ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା

କଣିହାଁ,୨୭।୮(ଡି.ଏନ୍‌.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ...

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର...

୧ ଲକ୍ଷ ୭୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଢେଙ୍କାନାଳ ଅଫିସ,୧୦।୬: ଢେଙ୍କାନାଳ ସହର ରାମେଶ୍ୱରପୁର ରେଳଧାରଣା ନିକଟରୁ ଶୁକ୍ରବାର ଟାଉନ ଥାନା ପୋଲିସ ୧୬ ଗ୍ରାମ୍‌ ୭୦୦ ମିଲିଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ପୋଲିସ...

ଫେରିଲେ ୬୫ ଏନ୍‌ସିସି କ୍ୟାଡେଟ:  କହିଲେ ଗୁଆହାଟୀରେ ଫସିବା ଗୁଜବ

ବ୍ରହ୍ମପୁର ଅଫିସ,୨୨ା୧୨-ମେଘାଳୟର ଶିଲଂରେ ଅନୁଷ୍ଠିତ ହୋଇଥିବା ସର୍ବଭାରତୀୟ ଟ୍ରାକିଂ କ୍ୟାମ୍ପରେ ଯୋଗଦେବାକୁ ବ୍ରହ୍ମପୁର ଏନ୍‌ସିସି ଗ୍ରୁପର ୬୫ ଜଣିଆ କ୍ୟାଡେଟ ଦଳ ଶନିବାର ବ୍ରହ୍ମପୁର ପ୍ରତ୍ୟାବର୍ତ୍ତନ...

ଅଁଳାନବମୀ ପ୍ରଥମ ସମନ୍ବୟ ବୈଠକ: ରାଧାପାଦ ଛୁଁଇବେ ନାହିଁ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ, ୨୩-୧୦(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଚଳିତ ବର୍ଷ ନଭେମ୍ବର ୫ରେ ଅନୁଷ୍ଠିତ ହେବ। ଏନେଇ ପ୍ରଥମ ସମନ୍ବୟ ବୈଠକ ସାକ୍ଷୀଗୋପାଳ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବଢ଼ୁଛି ସହାୟତାର ହାତ

ଭଦ୍ରକ ଅଫିସ, ୧୧।୪: ଭଦ୍ରକ ଜିଲାର ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଉଥିବା...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ବୌଦ୍ଧ,୫ା୩(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ପରିବ୍ୟାପ୍ତ ଏହି ରେଳପଥ...

ଯାଜପୁରରେ ଚାଞ୍ଚଲ୍ୟ: କଟା ମୁଣ୍ଡ ଧରି ବୁଲୁଥିବାବେଳେ ଯୁବକଙ୍କୁ ଧରିଲା ପୋଲିସ

କଳିଙ୍ଗନଗର, ୧୫।୭ (ଡି.ଏନ୍‌.ଏ.)-ଯାଜପୁର ଜିଲା ଯାଜପୁରରୋଡ ଥାନା ଦାନଗଦି ଫାଣ୍ଡି ଅଧୀନ ଛତରା ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ...

Advertisement
Archives

Model This Week