ବଜ୍ରପାତରେ ଦୁଇଜଣଙ୍କ ଜୀବନଗଲା

ବାଲେଶ୍ୱର ଅଫିସ,୨୮ା୫: ବାଲେଶ୍ୱର ଜିଲାରେ ବଜ୍ରପାତ ଘଟି ଦୁଇଜଣଙ୍କ ଜୀବନ ଯାଇଛି। ଗୁରୁବାର ପୂର୍ବାହ୍ନରେ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ବଜ୍ରପାତ ହୋଇଥିଲା। ଫଳରେ ବାଲିଆପାଳର କେନ୍ଦୁଡିହା ଗ୍ରାମରେ ଏକ ଚିଙ୍ଗୁଡ଼ି ଘେରିରେ କାମ କରୁଥିବା ସମୟରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ମୃତ ଯୁବକ ଜଣକ ହେଲେ ପଶ୍ଚିମବଙ୍ଗର କୁଳଡିହା ଅଞ୍ଚଳର ଉପେନ୍ଦ୍ର ସିଂ। ଅନ୍ୟପଟେ ଭୋଗରାଇ ବ୍ଲକର ବଡ଼ପାହି ଗ୍ରାମର ଅନ୍ନପୂର୍ଣ୍ଣା ରଣା ନାମକ ଜଣେ ମହିଳାଙ୍କ ବଜ୍ରପାତରେ ମଧ୍ୟ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲ ନିର୍ମାଣରେ ଅନିୟମିତତା

ବନ୍ତ,୧୫।୫(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ବରହମପୁର-ଶିଆଳିଆ ଭାୟା ଦୋଳପଦୀ ପୂର୍ତ୍ତ ବିଭାଗ ରାସ୍ତାର ଦୋଳପଦୀଠାରେ ପୋଲ ଓ କଲଭର୍ଟ ନିର୍ମାଣରେ ଅନିୟମିତତା କରାଯାଇଛି। ଫଳରେ ବର୍ଷାଦିନେ...

ସ୍ନାନମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ

ବାରିପଦା ଅଫିସ,୧୬ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦ୍ୱାଦଶ ପ୍ରମୁଖ ଯାତା୍ର ମଧ୍ୟରୁ ସ୍ନାନ ଯାତ୍ରା ହେଉଛି ସ୍ବତନ୍ତ୍ର। ଜ୍ୟୋଷ୍ଠ ପୂର୍ଣ୍ଣିମା ତିଥିରେ ଏହା ପାରମ୍ପାରିକ ରୀତିରେ ପାଳିତ...

ବିଏମ୍‌ସି ରାସ୍ତା ନିର୍ମାଣ ବେଳେ ଅଲୋଡ଼ା ହେଲା ଚିଠି ବାକ୍ସ

ବ୍ରହ୍ମପୁର ଅଫିସ,୨୧।୨: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବର୍ତ୍ତମାନ ସ୍ମାର୍ଟ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଏହି ସ୍ମାର୍ଟ ରାସ୍ତା ନିର୍ମାଣ ସମୟରେ କେତେବେଳେ ଟ୍ରାଫିକ...

ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ

ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ...

ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ।...

ଆର୍‌ଆଇ ଧରିଲେ ପଥର ଟ୍ରକ୍‌

ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍‌ଗୁଡ଼ିକ...

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର...

ମିଳିନି ବୀମା କ୍ଷତିପୂରଣ: ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଲେ ଚାଷୀ

ବରଗଡ଼ ଅଫିସ,୧୯।୧: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗା ପଞ୍ଚାୟତର ଚାଷୀମାନଙ୍କୁ ଗତ ରବିଋତୁ ଫସଲକ୍ଷତି ବୀମା କ୍ଷତିପୂରଣ ଏପର୍ଯ୍ୟନ୍ତ ମିଳି ପାରି ନାହିଁ।...

Advertisement
Archives

Model This Week