ବଜ୍ରପାତରେ ବୃଦ୍ଧଙ୍କ ଜୀବନ ଗଲା

ନବରଙ୍ଗପୁର,୩୦।୫(ବି.ପ୍ର.): ନବରଙ୍ଗପୁର ଜିଲା ନବରଙ୍ଗପୁର ବ୍ଲକ ବଡକୁମୁଲି ଗ୍ରାମରେ ବଜ୍ରପାତରେ ଶନିବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼କୁମୁଲି ଗ୍ରାମର ଶୁକ୍ରୁ ଗୌଡ଼ (୬୦)।
ପ୍ରକାଶ ଯେ, ସକାଳେ ବର୍ଷା ହେବାରୁ ଶୁକ୍ରୁ ଅମଳ କରିଥିବା ମକାରେ ପଲିଥିନ ଘୋଡାଇବାକୁ ଖଳାକୁ ଯାଇଥିଲେ l ଏହି ସମୟରେ ହଠାତ୍‌ ବଜ୍ରପାତଘଟିଥିଲା l ଫଳରେ ଶୁକ୍ରୁ ସେଠାରେ ଟଳିପଡ଼ିଥିଳେ। ଏହା ଦେଖି ପରିବାର ଲୋକେ ତାଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ l ସେଠାରେ ଡାକ୍ତର ଶୁକ୍ରୁଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଖବର ପାଇ ପାପଡ଼ାହାଣ୍ଡି ପୋଲିସ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିବା ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri