ବଜ୍ରପାତରେ ଭରତପୁର ଖଣି କର୍ମଚାରୀଙ୍କ ଜୀବନଗଲା

ତାଳଚେର,୨୯।୯(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ବ୍ଲକର ଭରତପୁର କୋଇଲା ଖଣିର ଜଣେ କର୍ମଚାରୀଙ୍କ ରବିବାର ସକାଳେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖଣି କର୍ମଚାରୀ ଅଜୟ କୁମାର ସାହୁ (୨୫)। ସେ ଆଜି ସକାଳେ ଡ୍ୟୁଟି କରିବାକୁ ଯାଉଥିବାବେଳେ ହିଲୋଇ ଗ୍ରାମ ପାଣିଟାଙ୍କି ନିକଟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ତାଳଚେର ପୋଲିସ ପହଞ୍ଚି ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟ ନିର୍ମାଣ ପାଇଁ ଆସିଥିବା ଅର୍ଥ ବାଟମାରଣା

ପଟ୍ଟାମୁଣ୍ଡାଇ ୨୭ା୮(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ସର୍ବଶିକ୍ଷା ଡିପିସି ଯୋଜନାରେ ସ୍କୁଲର ଶୌଚାଳୟ ନିର୍ମାଣ ପାଇଁ ଆସିଥିବା ଅର୍ଥ ବାଟମାରଣା ହୋଇଥିବା...

ବାଲ୍ୟ ବିବାହ ରୋକିଲେ ଚାଇଲ୍ଡଲାଇନ କର୍ମକର୍ତ୍ତା

ଦେବଗଡ,୫ା୫(ଡି.ଏନ.ଏ)-ଦେବଗଡ ଜିଲା ବାରକୋଟ ବ୍ଲକ କାଉଁଶିବାହାଲ ପଞ୍ଚାୟତ ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ବାଲ୍ୟ ବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଏହାକୁ ରୋକିଛନ୍ତି ଚାଇଲ୍ଡଲାଇନର କର୍ମକର୍ତ୍ତା।...

ଷ୍ଟେଶନ ନିକଟରୁ ରେଳ ଫାଟକ କର୍ମଚାରୀଙ୍କ ମୃତଦେହ ଜବତ

ବାରିପଦା ଅଫିସ, ୨।୧: ମୟୂରଭଞ୍ଜ ଜିଲା ବାରିପଦା ଷ୍ଟେଶନ ବଜାର ରେଳଷ୍ଟେଶନ ନିକଟରୁ ଶନିବାର ସକାଳେ ଜଣେ ରେଳ ଫାଟକ କର୍ମଚାରୀଙ୍କ ମୃତଦେହ ଜବତ ହୋଇଛି।...

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ...

ପର୍ଯ୍ୟଟକଙ୍କ ମନମୋହୁଛି ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୦ା୧୨(ଗିରିଧାରୀ ପରିଚ୍ଛା): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗଜପତିର ଗଣ୍ଡାହାତୀ ଜଳପ୍ରପାତ। ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ରହିଛି ସ୍ବତନ୍ତ୍ର ମାନ୍ୟତା। ଯେଉଁଠି ପ୍ରକୃତି ଅଜାଡ଼ି...

ରାଜ୍ୟ ବାହାରୁ ଆସିଛନ୍ତି ପିଲା, ପ୍ରଶାସନକୁ ଲୁଚାଉଛନ୍ତି ଅଭିଭାବକ

ଫୁଲବାଣୀ ଅଫିସ, ୨୭ା୩-ଯଦି କେହି ଦେଶ କିମ୍ବା ରାଜ୍ୟ ବାହାରୁ ଫେରିଛନ୍ତି, ତାହାଲେ ତୁରନ୍ତ ସେମାନେ ପ୍ରଶାସନକୁ ଅବଗତ କରାଇବାକୁ ସରକାର ଏବଂ ଜିଲା ପ୍ରଶାସନର...

ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳିତ

ଭଞ୍ଜନଗର,୧।୪(ଡି.ଏନ.ଏ.)- କରୋନା ଯୋଗୁ ସରକାରଙ୍କ ପକ୍ଷରୁ ବୁଧବାର ଉତ୍କଳ ଦିବସ ପାଳନ କରାଯାଇନାହିଁ। କିନ୍ତୁ ଭଞ୍ଜନଗର ବାର୍‌ ଆସୋସିଏଶନ, ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାର ପ୍ରମୁଖ ସ୍ଥାନରେ...

ହସ୍ପିଟାଲରୁ ନାଗସାପ ଛୁଆ ଉଦ୍ଧାର

ପୁରୀ ଅଫିସ, ୧୪ା୯: ଚନ୍ଦନପୁର ହସ୍ପିଟାଲରୁ ଶୁକ୍ରବାର ଏକ ନାଗସାପ ଛୁଆ ଉଦ୍ଧାର କରାଯାଇଛି। ସ୍ନେକ ହେଲ୍‌ପ ଲାଇନ ସଦସ୍ୟ ନିହାର ରଞ୍ଜନ ପଣ୍ଡା ଏହି...

Advertisement
Archives

Model This Week