ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଧୀନ ବଡ଼ଖିରୀ ଗ୍ରାମରେ ମଙ୍ଗଳବାର ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉଡାନ ବାସ୍କେଙ୍କ ସ୍ତ୍ରୀ ଗିଥ ବାସ୍କେ। ଅପରାହ୍ନ ୪ଟା ସମୟରେ ସେ ନିଜ ଘର ବାଡ଼ିରେ କାମ କରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ବୁଧବାର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୭/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାରେ ଚଢ଼ି ୬୨ ବର୍ଷୀୟ ପ୍ରାର୍ଥୀଙ୍କ ପ୍ରଚାର

କେନ୍ଦ୍ରାପଡ଼ା ଅଫିସ, ୨୯ା୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସାନଜରିଆ ପଞ୍ଚାୟତ ସମିତିସଭ୍ୟ ପ୍ରାର୍ଥୀ ଶ୍ରୀକାନ୍ତ ସାହୁଙ୍କ ଭୋଟ ଭିକ୍ଷା ଭିଡିଓ ଏବେ ଜିଲାରେ ଭାଇରାଲ...

ଗଞ୍ଜାମରେ ଘରକୁ ଘର ବୁଲି ଯାଞ୍ଚ ପ୍ରକ୍ରିୟା ଜାରି: ତୃତୀୟ ଦିନରେ ଜିଲାପାଳଙ୍କ ପରିବାରର ଯାଞ୍ଚ କଲା ଟିମ୍‌, ଦୁଇଦିନରେ ୩,୭୫୯ଜଣ ସାମାନ୍ୟ ଥଣ୍ଡା ଆକ୍ରାନ୍ତ ଚିହ୍ନଟ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ ଘରକୁ ଘର ଯାଇ ଲୋକମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ସହ ସେମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ଏନେଇ ଗଠିତ ଟିମ୍‌ ଶନିବାର...

ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର...

ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ...

କନ୍ୟାଶ୍ରମ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ:ରାସ୍ତା ଅବରୋଧ

ରାସଗୋବିନ୍ଦପୁର,୭।୨(ଡି.ଏନ.ଏ)- ରାସଗୋବିନ୍ଦପୁର ବ୍ଲକ ଅଧୀନ ଦେବଶୋଳସ୍ଥିତ କନ୍ୟାଶ୍ରମର ଜଣେ ଆଦିବାସୀ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ରାସଗୋବିନ୍ଦପୁର ପେସା କମିଟି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ସାମାନ୍ୟ...

ତରମାକାନ୍ତ ଜଙ୍ଗଲରୁ ମିଳିଲା ହାତୀର ମୃତଦେହ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିନସ୍ଥ ବାଂଶପାଳ ବ୍ଲକର ତରମାକାନ୍ତ ନିକଟ ଜଙ୍ଗଲରୁ ଏକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଏହାକୁ...

ସୁରକ୍ଷା ଶୂନ, ଯୋଗାଯୋଗ ବିଚ୍ଛିନ୍ନ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୨ା୬: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରି ଅଞ୍ଚଳର ବିକାଶ ପ୍ରକ୍ରିୟାରେ ସନ୍ତୁଳନ ରକ୍ଷା କରିବା ପାଇଁ ବିଭିନ୍ନ ଯୋଜନାରେ...

ଫେରିଲେ ୧୪୬୪ ପ୍ରବାସୀ

ଖୋର୍ଦ୍ଧା ଅଫିସ, ୨୪।୫: କୋଇମ୍ବାଟୁରରୁ ଆସିଥିବା ସତନ୍ତ୍ର ଶ୍ରମିକ ଟ୍ରେନ ରବିବାର ଭୋର ସମୟରେ ଖୋର୍ଦ୍ଧା ରୋଡ ରେଳ ଷ୍ଟେଶନରେ ପହଁଞ୍ଚିଛି। ଏହି ଟ୍ରେନରେ ୧୪୬୪...

Advertisement
Archives

Model This Week