ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ବଇଣ୍ଡା,୮।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବିଲେଇନାଳୀ ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତରେ ଗ୍ରାମର ସୁଲୋଚନା ସାହୁ(୪୫)ଙ୍କ ମୃତ୍ୟୁ ଘଟିଛି। ସୁଲୋଚନା ମହୁଲ ଫଳ ସଂଗ୍ରହ କରିବାକୁ ଯାଇଥିବାବେଳେ ହଠାତ୍‌ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ହଣ୍ଡପା ଆଇଆଇସି ଲବ ବୋଡ଼ା ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ

ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ...

ପ୍ରଶାସନ କଲାନି, କର୍ମଚାରୀ କଲେ

ବଇଣ୍ଡା,୧୬।୧୧(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଜନତା କଲେଜକୁ ଦୂରାଦୂରାନ୍ତରୁ ବହୁ ଛାତ୍ରୀଛାତ୍ର ବସ୍‌ ଯୋଗେ ଯାତାୟାତ କରୁଛନ୍ତି। କଲେଜ ନିକଟରେ ବସ୍‌କୁ ଅପେକ୍ଷା କରିବା ପାଇଁ...

ଖାଦ୍ୟାଭାବରୁ ଯାଯାବର ବୃଦ୍ଧ ମୃତ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଷ୍ଟାଡିୟମ ପରିସରରେ ରହୁଥିବା ଜଣେ ଯାଯାବର ବୃଦ୍ଧ କାର୍ତ୍ତିକା ସେକରା(୭୫)ଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଖାଦ୍ୟାଭାବ କାରଣରୁ ତାଙ୍କର ମୃତ୍ୟୁ...

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

ବଇଣ୍ଡା,୨୮।୫(ଡି.ଏନ.ଏ.)- କିଶୋରନଗର କଲେଜ ନିକଟରେ ମହେଶ୍ୱର ସାହୁଙ୍କର ଚାଳ ଛପର ଦୋକାନଟି ମଙ୍ଗଳବାର ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁ...

ଝଞ୍ଜିରିବାହାଳରେ ଅଗ୍ନିକାଣ୍ଡ: ୧୩ ବଖରା ଭସ୍ମ, ୪ ପରିବାର ସର୍ବସ୍ବାନ୍ତ

ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର...

ଶେଷ ହେଉନି ସଞ୍ଜୀବନୀ ସଂଗ୍ରାମ

ଅନୁଗୋଳ ଅଫିସ, ୨୮ା୯ ଟିକା ନେଲେ ଦେହରେ ସୃଷ୍ଟି ହେଉଛି ଆଣ୍ଟିବଡି। ମହାମାରୀ କୋଭିଡ୍‌ରୁ ଅନେକାଂଶରେ ମିଳୁଛି ସୁରକ୍ଷା। ସରକାର ଓ ବିଶେଷଜ୍ଞମାନଙ୍କ ଏପରି ମତକୁ...

ଚଉ କାଠ ଜବତ, ୨ ଗିରଫ

ବଇଣ୍ଡା,୩।୧୧(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାର ଖେମୁଣ୍ଡି ଜଙ୍ଗଲରେ ରବିବାର ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୦ ହଜାର ଟଙ୍କାର ଶାଳ ଚଉକାଠ ଜବତ କରାଯାଇଛି।...

ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement
Archives

Model This Week