ବଜ୍ରପାତରେ ଯୁବକଙ୍କ ଜୀବନଗଲା

ଆସିକା,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସହର ଉପକଣ୍ଠ ଋଷିକୂଲ୍ୟା ନଦୀ ପଠାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ସେ ହେଲେ ଆସିକା ଥାନା କାଳଷଣ୍ଢପୁର ଗ୍ରାମର ଅଜୟ ବିଶ୍ୱାଳ। ଅଜୟ ଋଷିକୂଲ୍ୟା ନଦୀରେ ସ୍ନାନ ସାରି ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଆସିକା ଡାକ୍ତରଖାନାକୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି।  ଏ ନେଇ କେସ୍‌ ନଂ.୭/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ୨ ମୃତ, ୫ ଗୁରୁତର

ପାରଳାଖେମୁଣ୍ଡି,୨୨ା୬(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ସୀମାନ୍ତରେ ଭାଲୁ ଆକ୍ରମଣରେ ଦୁଇ ଦିନରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଆହତ ହୋଇଛନ୍ତି। ମୃତକମାନଙ୍କ...

ମଦ, କଫ୍‌ ସିରପ କାରବାର ବିରୋଧରେ ବାହାରିଲେ ମହିଳା, ପିଲାଙ୍କୁ ଧରି ଏସ୍‌ପି ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୧୨: ବରଗଡ଼ ଜିଲାରେ ଚୋରା ମଦ, କଫ୍‌ ସିରପ କାରବାର ବଢି ଚାଲିଛି। ଏହାକୁ ନେଇ ଅସନ୍ତୋଷ ମଧ୍ୟ ଲାଗିରହିଛି। ବରଗଡ଼ ପୌରପରିଷଦ ଅନ୍ତର୍ଗତ...

ପାରିପାର୍ଶ୍ୱିକ ଉନ୍ନୟନରେ ଫେଲ୍‌ ମାରିଛି ଫେରୋକ୍ରୋମ କାରଖାନା: ୨୩ରେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା

ଡୁବୁରୀ,୨୦ା୮(ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ...

ଆଇଆଇଏମ୍‌ସିରେ ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା:‘ସହଯୋଗ ମିଳିଲେ କମିବ ପ୍ରଦୂଷଣ’

ଢେଙ୍କାନାଳ ଅଫିସ, ୨୦ା୧୦ ଢେଙ୍କାନାଳସ୍ଥିତ ଆଇଆଇଏମ୍‌ସି ଏବଂ ଶିକାଗୋ ବିଶ୍ୱବିଦ୍ୟାଳୟ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟ୍‌ର ମିଳିତ ସହଯୋଗରେ ଶୁକ୍ରବାର ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ...

ଶ୍ରୀନୀଳମାଧବ ଜୀଉଙ୍କ ପରିତ୍ୟକ୍ତ ଚନ୍ଦନ ପୋଖରୀ: ସମ୍ପନ୍ନ ହୋଇପାରିଲାନି ପୁନରୁଦ୍ଧାର କାର୍ଯ୍ୟ

ଖଣ୍ଡପଡା,୩୦।୬(ସ୍ବ.ପ୍ର.)-ଦୀର୍ଘଦିନ ଧରି ପରିତ୍ୟକ୍ତ ହୋଇ ପଡିରହିଥିବା ଶ୍ରୀ ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀ ପୁନରୁଦ୍ଧାର ହୋଇପାରିଲା ନାହିଁ। ପୋଖରୀ ପୁନରୁଦ୍ଧାର ଦାୟିତ୍ୱ ନୀଳମାଧବ ବିଦ୍ୟାପୀଠର ୬...

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ମାମଲା: ହାଇକୋର୍ଟରେ ସିବିଆଇର ଚାର୍ଜଶିଟ୍‌ ଦାଖଲ

କଟକ ଅଫିସ, ୨୨ା୮: ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ଏଥିରେ ସିବିଆଇ ଚାର୍ଜଶିଟ୍‌ ଦାଖଲ କରିଛି। ତେବେ ତଦନ୍ତରୁ କ’ଣ ମିଳିଛି...

ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର...

ଶ୍ରୀକ୍ଷେତ୍ରରେ ସୁଡ଼ଙ୍ଗ

ଶ୍ରୀକ୍ଷେତ୍ରରେ ଗଜପତିମାନେ ପୂର୍ବରୁ ରହୁଥିବା ସ୍ଥାନ ବାଲି ନଅର ଭାବରେ ପରିଚିତ ଥିଲା। ଏହି ନଅରକୁ କେନ୍ଦ୍ର କରି ବିଭିନ୍ନ ଦିଗରୁ ରହିଥିଲା ଅନେକ ସୁଡ଼ଙ୍ଗ...

Advertisement
Archives

Model This Week