ବଜ୍ରପାତରେ ଯୁବକଙ୍କ ଜୀବନଗଲା

ସଜନାଗଡ, ୧୫ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ହାତିଆଶିଳା ଗ୍ରାମର ଗୁରା ସିଂ ( ୨୧ )ନାମକ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିିଛି। ଶୁକ୍ରବାର ସାରେ ବର୍ଷା ଓ ଘଡଘଡି ହେଉଥିବା ବେଳେ ଗୁରା ନିଜ ମା’ଙ୍କ ସହ ଘର ଭିତରେ ଥିଲେ। ଏହି ସମୟରେ ଅଚାନକ ବଜ୍ରପାତ ହୋଇଥିଲା। ତାଙ୍କ ଘରର ଏକ ପାର୍ଶ୍ୱରେ ନିଆଁ ଲାଗିଯିବାରୁ ସେ ଗୁରୁତର ଆହତ ହୋଇଥିଲେ । ପରିବାର ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ନୀଳଗିରି ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫଟୋଗ୍ରାଫର୍ସ ଆସୋସିଏଶନ ବାର୍ଷିକ ଅଧିବେଶନ

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଫଟୋଗ୍ରାଫର୍ସ ଆସୋସିଏଶନ(କେପିଏ)ର ବାର୍ଷିକ ଅଧିବେଶନ ଓ ବନ୍ଧୁମିଳନ ସ୍ଥାନୀୟ ପୂର୍ତ୍ତ ଡାକ ବଙ୍ଗଳାଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସାଧାରଣ ସଭାରେ ସଂଘର...

ଖୁଦୁରୁକୁଣୀ ଓଷା କରିବାକୁ ଯାଇ ନଦୀରେ ଭାସିଗଲେ ଯୁବତୀ

ନୟାଗଡ଼ ଅଫିସ,୩୦ା୮: ବୃତ୍ତଙ୍ଗ ନଦୀରେ ଭାସି ଯାଇ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲେ ହେଁ ସେମାନେ ମୃତ୍ୟୁମୁଖରୁ ବଞ୍ଚି...

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ...

ଗୋରଖନାଥ ପୀଠରେ ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ରଘୁନାଥପୁର,୧୬।୬(ଡି.ଏନ.ଏ.): ରଜ ସଂକ୍ରାନ୍ତିରେ ଉପକୂଳ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ନିସ୍ତାର ମିଳିଛି। ତେଣୁ ଶୁକ୍ରବାର ରଘୁନାଥପୁର ବ୍ଲକ କେରେକେରାସ୍ଥିତ...

ରାଷ୍ଟ୍ରାୟତ୍ତ ଉଦ୍ୟୋଗକୁ ସୁରକ୍ଷା: ଭାରତୀୟ ମଜଦୁର ସଂଘ ପକ୍ଷରୁ ବିକ୍ଷୋଭ

ବଅଁରପାଳ,୧୦।୬(ଡି.ଏନ୍‌.ଏ.): ଲାଭଦାୟକ ସଂସ୍ଥା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କମ୍ପାନୀଗୁଡ଼ିକୁ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ମସୁଧା କରୁଛନ୍ତି। ଏହାର ବିରୋଧରେ ଭାରତୀୟ ମଜଦୁର ସଂଘ...

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ...

‘ଖୋର୍ଦ୍ଧାକୁ ଐତିହ୍ୟ ସହର ଘୋଷଣା କରାଯାଉ’

ଖୋର୍ଦ୍ଧା ଅଫିସ,୨୪।୧୧: ପାଇକ ସଂଗ୍ରାମ ଓଡ଼ିଆ ଜାତିର ଅସ୍ମିତା। ଇତିହାସକୁ ଭୁଲିଲେ ଐତିହ୍ୟ ନଷ୍ଟ ହୋଇଯିବ। ବ୍ରିଟିଶ୍‌ ସରକାରଙ୍କ ବିରୋଧରେ ୧୮୦୪ ରେ ଜୟୀ ରାଜଗୁରୁଙ୍କ...

ଗାଁଗଣ୍ଡାରେ କୁମାର ପୂର୍ଣ୍ଣିମା ଉତ୍ସବ: ଆଗ ଭଳି ନାହିଁ ପୁଚିଖେଳ କି ଫୁଲବଉଳବେଣୀ ଗୀତର ମଉଜ

ଭଣ୍ଡାରିପୋଖରୀ, ୧୪ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳ କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଲାଗି ରବିବାର ଉତ୍ସବ ମୁଖର ହୋଇଉଠିଛି। କୁମାରୀମାନେ ଓଷା...

Advertisement
Archives

Model This Week