ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣକ ବାଲେଶ୍ୱର ଜିଲା ରାଜବରହମପୁର ଥାନା ଅନ୍ତର୍ଗତ ପିଠାହତା ଗ୍ରାମର ସାବିତ୍ରୀ ବେହେରା ଓ ଗୁରୁତର ଆହତ ତାଙ୍କ ସ୍ବାମୀ ରଞ୍ଜନ ବେହେରା ବୋଲି ଜଣାପଡିଛି। ଏହି ଦମ୍ପତି ଉଦଳାରୁ ସାଇକେଲରେ ଫେରୁଥିତ୍ବା ବେଳେ ଜିରିଡାଘାଟ ନିକଟରେ ବର୍ଷା ହୋଇଥିଲା। ସେମାନେ ପାଖରେ ଥିବା ଏକ ଦୋକାନ ଘରେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ଶତ୍ରୁତା ନେଲା ଶିଶୁର ଜୀବନ

ମାଲକାନଗିରି,୩୧ା୭(ଡି.ଏନ୍‌.ଏ.): ପାରିବାରିକ ଶତ୍ରୁତା ପାଇଁ ଜଣେ କୋମଳମତି ଶିଶୁର ଜୀବନ ଯାଇଛି। ଏହାକୁ କେନ୍ଦ୍ରକରି ଏମ୍‌ଭି-୧୯ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ମୃତ ଶିଶୁ ଜଣକ ହେଲେ...

ଗୋଠ ଛଡା ଦନ୍ତା ଉତ୍ପାତ, ବ୍ୟାପକ ଫସଲ ନଷ୍ଟ

କେନ୍ଦୁଝର/ଝୁମ୍ପୁରା,୧୭ା୧(ସ୍ବ.ପ୍ର.) ବମୋରୀ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମଲଦା ଗ୍ରାମରେ ଏକ ଗୋଠ ଛଡା ଦନ୍ତା ଉତ୍ପାତ ଚଳାଇ ଥିବାରୁ ଲୋକେ ଭୟଭୀତ ହୋଇ ପଡିଛନ୍ତି। ହାତୀଟି...

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ...

ପାଇଖାନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଆରମ୍ଭ

ଗୋପ,୧୩।୧୦(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପାଇଖାନା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ମଙ୍ଗଳବାର ଭୁବନେଶ୍ବର ଭିଜିଲାନ୍ସ ବିଭାଗର...

ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ

ଟିକିରି, ୩୦।୧୨(ଡି.ଏନ୍‌.ଏ.): ଅନେକ ଦିନର ଦାବି ପରେ ରାୟଗଡ଼ା ଜିଲା କାଶୀପୁରରେ ଖୋଲାଯାଇଥିବା ଏକଲବ୍ୟ ବିଦ୍ୟାଳୟକୁ ଏବେ ୫୦ କି.ମି. ଦୂରକୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି...

ପାହାଡ଼ ତାଡ଼ି ମୋରମ ଚାଲାଣ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ତହସିଲ ଅଫିସଠାରୁ ଦେଢ଼ କି.ମି ଦୂର ରାସ୍ତା କଡ଼ରେ ବେଆଇନ ମୋରମ ଖନନକୁ ନେଇ ବିବାଦ ସୃଷ୍ଟି ହୋଇଛି। ବିନା...

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ...

୪୨ ବର୍ଷରେ ନାଲ୍‌କୋ ଆଜି ପ୍ରତିଷ୍ଠା ଦିବସ

ବଅଁରପାଳ,୭।୧(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋ ଶୁକ୍ରବାର ଏହାର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ଚଳିତ ବର୍ଷ କମ୍ପାନୀ...

Advertisement
Archives

Model This Week