ବଜ୍ରପାତରେ ୧୦ ମହିଳା ଆହତ

ଛତ୍ରପୁର,୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଟଲାମପୁର ଗ୍ରାମ ପଞ୍ଚାୟତର ଗଙ୍ଗାପୁର-୧ କମା ସାହିରେ ଶୁକ୍ରବାର ବଜ୍ରପାତରେ ୧୦ରୁ ଊର୍ଦ୍ଧ୍ୱ ମହିଳା ଆହତ ହୋଇଛନ୍ତି। ସେମାନେ ହେଲେ ସୁକୁମା ନାହାକ, ମଞ୍ଜୁଳା ନାହାକ, ହେମ ନାହାକ, ଲିଲି ନାହାକ, ପ୍ରବାସୀ ନାହାକ, କୁନି ଖୁଆ, କୌତୁକି ପଲାଇ ଓ ସଞ୍ଜୁ ମହାରଣା ପ୍ରମୁଖ। ଅପରାହ୍ନରେ ଛତ୍ରପୁର ବ୍ଲକ ଅଞ୍ଚଳରେ କିଛି ସମୟ ପାଇଁ ବର୍ଷା ଓ ଘଡ଼ଘଡ଼ି ହେବା ଫଳରେ ଗଙ୍ଗାପୁର କମା ସାହିର ଘରେ ବିଶ୍ରାମ ନେଉଥିବା ବେଳେ ବଜ୍ରପାତ ପ୍ରଭାବରେ ମହିଳାମାନେ ଅସୁସ୍ଥ ମନେ କରିବାରୁ ପରିବାର ପକ୍ଷରୁ ସେମାନଙ୍କୁ ନିକଟସ୍ଥ ମୁନିସପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେମାନଙ୍କ ଅବସ୍ଥା ସ୍ଥିର ରହିଥିବା ଜଣାପଡିଛି। ବର୍ଷାରେ କେତେଜଣ ଲୋକଙ୍କ କାନ୍ଥ ଫାଟିଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?