ବଜ୍ରପାତରେ ୨ ମୃତ, ୧୦ ବଖରା ମାଟିରେ ମିଶିଲା

ପଦ୍ମପୁର,୨୩ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ସାଙ୍ଗକୁ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଦ୍ୱୟ ହେଲେ ବିଷ୍ଣୁ ବିଶ୍ୱାସ ଓ ମଉମିତା ହତା। ପ୍ରଚଣ୍ଡ ଝଡ଼ ତୋଫାନରେ ଗ୍ରାମର ୧୦ ପରିବାରଙ୍କର ମାଟିଘର ଭୁଶୁୁଡ଼ି ପଡ଼ିଛି। ଖବର ପାଇ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ଓ ବିରସ ରାଜସ୍ବ ନୀରିକ୍ଷକ ତୁଷାର ପାତ୍ର ଘଟଣାସ୍ଥଳରେ ପହଞ୍ଚିି ଘର ଭାଙ୍ଗିଯାଇଥିବା ବ୍ୟକ୍ତିମାନଙ୍କୁ ପଲିଥିନ ପ୍ରଦାନ କରିଛନ୍ତି। କଷିଆ ସାମୁଦ୍ରିକ ଥାନା ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଛି। ସେହିପରି ତିହିଡ଼ି ବ୍ଲକ ଅଧୀନ ବାହାବଳପୁର ପଞ୍ଚାୟତର ଦେବେନ୍ଦ୍ର ଧଳ ଓ ତାଙ୍କ ୩ ଭାଇଙ୍କର ଆଜବେଷ୍ଟସ୍‌ ଘର ଉପରେ ଏକ ଚାକୁଣ୍ଡା ଗଛ ପଡ଼ି ୪ ବଖରା ଘର ସମ୍ପୂର୍ଣ୍ଣ ନଷ୍ଟ ଭାଙ୍ଗି ଯାଇଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?