ବଜ୍ରପାତରେ ୬ ମଇଁଷି ମୃତ

ଶଙ୍କରାଖୋଲ,୧୩।୬(ଡି.ଏନ୍‌.ଏ.)-ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ସୁନାପଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସାନନ୍ଦା ପ୍ରଧାନଙ୍କର ୬ଟି ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଗୁଡିକୁ ସାନନ୍ଦା ଘର ନିକଟ ମହୁଲ ଗଛ ମୂଳେ ବାନ୍ଧିଥିଲେ। ରାତି ପ୍ରାୟ ସାଢ଼େ ୨ଟାରେ ବଜ୍ରପାତ ହେବାରୁ ସମସ୍ତ ମଇଁଷି ମରିଯାଇଥିଲେ। ଗୁରୁବାର ସରପଞ୍ଚ କିଶୋର ଚନ୍ଦ୍ର କହଁର ଓ ଶଙ୍କରାଖୋଲ ପ୍ରାଣୀ ଚିକିତ୍ସା ଅଧିକାରୀ ସୁଶିଲ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ସରକାରଙ୍କ ପକ୍ଷରୁ ଯାହା ସାହାର୍ଯ୍ୟ ମିଳିବ ଯୋଗାଇ ଦିଆଯିବ ବୋଲି ସାନନ୍ଦାଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri