ବଜ୍ରପାତରେ ୭ ଗୋରୁ ମୃତ: ସହାୟତା ଦାବି

ଟିକିରି,୩୦।୪(ପ୍ରଫୁଲ୍ଲ କୁମାର ବେହେରା):ରାୟଗଡ଼ା ଜିଲା କାଶିପୁର ବ୍ଲକ ଡଙ୍ଗା ସିଲ ପଞ୍ଚାୟତ ଅନ୍ତର୍ଗତ ଗୁଗାନ ଗ୍ରାମରେ ପ୍ରାକୃତିକ ଦୁର୍ଘଟଣା ବଜ୍ରପାତରେ ଗ୍ରାମର ମୋଟ ୭ ବଳଦ ଓ ଗାଈଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଅନନ୍ରାମ ମାଝୀଙ୍କ ୨ଟି ବଳଦ, ସୀତା ରାମ ମାଝୀଙ୍କ ବଳଦ ୨ଟି, ଅର୍ଜ୍ଜୁନ ମାଝୀଙ୍କ ବଳଦ ବାଛୁରୀ ୨ଟି ଓ କୈଳାସ ମାଝୀଙ୍କ ଗୋଟିଏ ବଳଦର ମୃତ୍ୟୁ ଘଟିଛି । ତେଣୁ ଗ୍ରାମବାସୀ ଓ ଆନ୍ତର୍ଜାତିକ ମାନବାଧିକାର ରାୟଗଡ଼ା ଜିଲ୍ଲା ସମ୍ପାଦକ ସଦନ ମାଝି ଅନୁରୋଧ କରିଛନ୍ତି। ତୁରନ୍ତ ଏହି ଗ୍ରାମର ଲୋକଙ୍କୁ ସରକାର ଦ୍ୱାରା ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri