ବଜ୍ରପାତ ନେଲା ଜୀବନ

ପାଣ୍ଡ୍ରିପାଣି,୬।୬(ଡି.ଏନ୍‌.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ ହେଲେ ରଘୁନାଥ ଜାନି। ଉକ୍ତ ଗଁାର ରଘୁନାଥ ଜାନି(୧୬), ବଳଭଦ୍ର ତାମରବା(୨୪) ଓ ନିଳକଣ୍ଠ ଭୁମିଆ (୪୫) ପୂର୍ବାହ୍ନ ୯ଟାରେ ଗାଈ, ଛେଳି ଓ ମେଣ୍ଢା ଚରାଇବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଗଁାଲୋକେ ଜାଣିବା ପରେ ସେମାନଙ୍କୁ ପାଣ୍ଡ୍ରିପାଣି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ରଘୁନାଥଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ମାଲକାନଗିରି ପଠାଇଛି। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମର ପ୍ରଥମ ଦିନ : ଜନ୍ମର ଦିନକ ପରେ ନବଜାତ ଶିଶୁର ମୃତ୍ୟୁ

ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ...

ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଭବନକୁ ମନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ମଧ୍ୟରେ ୩ଗୁଣ ବୃଦ୍ଧି ପାଇ ପାଖାପାଖି ୮ ହଜାରରେ ପହଞ୍ଚିଲାଣି। ସରକାରୀ କାର୍ଯ୍ୟାଳୟରେ ଯେପରି ସଂକ୍ରମଣ ନ...

ଇକୋ ଟୁରିଜମ ଅଞ୍ଚଳ ପାଇଁ ଜାରି ହେଲା ଗାଇଡ୍‌ ଲାଇନ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ଭୂତାଣୁ ଜନିତ ରୋଗକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ଉକୋ ଟୁରିଜମ ପାଇଁ ଶୁକ୍ରବାର ଏକ ଗାଇଡ ଲାଇନ ଜାରି...

୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ

ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ କାରଣରୁ...

ଭିଜିଲାନ୍ସ ଜାଲରେ ୪୨୪ ବାବୁ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗତ ୬ ବର୍ଷ ମଧ୍ୟରେ ୪୨୪ ସରକାରୀ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ସାଧାରଣ...

ନିର୍ବାଚନରେ ଡ୍ରୋନ୍‌ ବ୍ୟବହାର କରାଯିବ: ଡିଜିପି

ମାଲକାନଗିରି,୧୧।୨(ଡି.ଏନ୍‌.ଏ.): ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ ନିର୍ବାଚନରେ ଆବଶ୍ୟକ ହେଲେ ହେଲିକପ୍ଟର ଏବଂ ଡ୍ରୋନ୍‌ ବ୍ୟବହାର କରାଯିବ। ଏ ନେଇ ଡିଜିପି ସୁନୀଲ ବଂଶଲ ସୂଚନା ଦେଇଛନ୍ତି।...

ୟୁଜିସି ଏନ୍‌ଇଟି: ଆବେଦନ ଫର୍ମରେ ଏଡିଟ୍‌ କରିପାରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ୟୁଜିସି ଏନ୍‌ଇଟି ପାଇଁ ଆବେଦନ କରିଥିବା ଛାତ୍ରୀଛାତ୍ରଙ୍କୁ ଫର୍ମ ଏଡିଟ୍‌ ବା ପରିବର୍ତ୍ତନ କରିବା ଲାଗି ସୁଯୋଗ ଦିଆଯାଇଛି। ଛାତ୍ରୀଛାତ୍ରମାନେ ନିଜ ଅନ୍‌ଲାଇନ୍‌...

ବଡ଼ଦାଣ୍ଡ ନାଳରେ ପଡ଼ି ମୃତ୍ୟୁ

ରାଜ୍ୟର ବିଭିନ୍ନ ସ୍ଥାନରେ ମୁକୁଳା ଡ୍ରେନ୍‌ରେ ପଡ଼ି ଲୋକଙ୍କ ମୃତ୍ୟୁ ଘଟିଥିବାର ଅନେକ ନଜିର ରହିଥିବାବେଳେ ପୁରୀ ବଡ଼ଦାଣ୍ଡରେ ଘଟିଛି ଅନୁରୂପ ଏକ ଘଟଣା। ମଙ୍ଗଳବାର...

Advertisement
Archives

Model This Week