ବଜ୍ରପାତ ସମ୍ଭାବନା: ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଗରମ ସହିତ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପ୍ରବଳ ଗୁଳୁଗୁଳି ଯୋଗୁ ରାଜ୍ୟର ସମସ୍ତ ସ୍କୁଲକୁ ଆସନ୍ତା ୨୫ ତାରିଖ ଯାଏ ଛୁଟି ଘୋଷଣା କରାଯାଇଛି। ଦକ୍ଷୀଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ କେବେ ପ୍ରବେଶ କରିବେ ସେ ନେଇ ଏ ପର୍ଯ୍ୟନ୍ତ ପାଣିପାଗ ବିଭାଗ ଠିକ୍‌ଭାବେ ଆକଳନ କରିପାରୁ ନାହିଁ। ତେବେ ଆସନ୍ତା ୨୨ କିମ୍ବା ୨୩ ତାରିଖ ବେଳକୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରାଯାଇଛି। ପ୍ରବଳ ଗରମ ଅନୁଭୂତ ହେଉଥିବାରୁ ରାଜ୍ୟର କେତେକ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ଯାଜପୁର, ଢେଙ୍କାନାଳ ବାଲଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା। ବୁଧବାର ମଧ୍ୟାହ୍ନ ୧୨.୧୫ରୁ ସନ୍ଧ୍ୟା ଯାଏ ସତର୍କ ରହିବାକୁ ପାଣିପାଗ କାର୍ଯ୍ୟାଳୟ ବିଭାଗ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ...

ହସ୍ପିଟାଲରେ ଭର୍ତ୍ତି ହେଲେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ମନ୍ତ୍ରୀ...

ଗଞ୍ଜାମ ସହରରେ ମାଲାମାଲ ଅସାଧୁ ବ୍ୟବସାୟୀ: ଦୋକାନ ଆଗରେ ତାଲା, ଭିତରେ ଖୋଲା

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.):ମହାମାରୀ କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ସଟ୍‌ଡାଉନ୍‌ରେ ଫାଇଦା ଉଠଉଛନ୍ତି ଗଞ୍ଜାମ ସହରର କିଛି ଅସାଧୁ ବ୍ୟବସାୟୀ l ଦେକାନ ଆଗରେ ତାଲା...

ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୭(ବ୍ୟୁରୋ)-ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ। ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ବଷ୍ଟ ଜଣାପଡ଼ିନାହିଁ।...

ବଲାଙ୍ଗୀର ବାଳକଙ୍କ ବିରଳ କୃତିତ୍ୱ

ବଲାଙ୍ଗୀର ଅଫିସ, ୬ା୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ...

କରୋନା ମୁକାବିଲା ଚିନ୍ତା: ଗଞ୍ଜାମ ଗଲେ ୩ ଆଇଏଏସ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାରେ ୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲାରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଆଗାମୀ ଦିନରେ ଏହା ଆହୁରି ବଢ଼ିବାର...

ରାଜଧାନୀରେ ବଟି ଆଦାୟ, ୪ ଗିରଫ

କଟକ ରୋଡ,୫|୯(ଡି.ଏନ୍‌.ଏ.) – ଭୁବନେଶ୍ୱର ରାଜ୍ୟ ସଂଗ୍ରହାଳୟ ନିକଟ କଳ୍ପନା ଛକସ୍ଥିତ ପୁରୀ ବସଷ୍ଟାଣ୍ଡରୁ ବଟି ଆଦାୟ ଅଭିଯୋଗରେ ବଡ଼ଗଡ଼ ପୋଲିସ ବୁଧବାର ୪ଅଭିଯୁକ୍ତଙ୍କୁ ଗିରଫ...

ସବୁଜ ସଙ୍କେତ ଦେଉନାହିଁ କେନ୍ଦ୍ର

ଭୁବନେଶ୍ୱର,୭-୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି) ସଂଖ୍ୟା ବହୁତ। ହେଲେ ସେମାନଙ୍କ ପ୍ରକୃତ ସଂଖ୍ୟା କେତେ ତାହାର କୌଣସି...

Play 250+ Trending Games
Archives

Model This Week

Why Dharitri