ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳର ଗୁରୁଦେବ ଗୁପ୍ତା ଓରଫ ଛୋଟୁ, ୨ ଦଲାଲ ଝାଡ଼ଖଣ୍ଡ ଜିଲା ମଝଗାଓଁ ଥାନା ଖରପୋଷ ଗ୍ରାମର ଅମିର ହୁସୈନ ଓ ସେକ୍‌ ନୌସାଦ।

ସୂଚନା ଅନୁଯାୟୀ, ବଡବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରେ ରହୁଥିବା ଗୁରୁଦେବ ଗୁପ୍ତାଙ୍କ ହାଇଓ୍ବା (ନଂ.ଓଡି୦୯ସି୯୦୬୨) ମଙ୍ଗଳବାର ବିଳମ୍ବିତ ରାତିରେ ଗ୍ୟାରେଜ ସମ୍ମୁଖରୁ ଚୋରି ହୋଇଥିଲା। ଏ ନେଇ ବୁଧବାର ବଡ଼ବିଲ ଥାନାରେ ଅଭିଯୋଗ ହୋଇଥିଲା। କେସ୍‌ ନଂ. ୭୭/୧୯ରେ ଏକ ମାମଲା ରୁଜୁକରି ପୋଲିସର ଏକ ଟିମ୍‌ ତଦନ୍ତ ପାଇଁ ଝାଡଖଣ୍ଡ ଏବଂ ଅନ୍ୟ ଏକ ଟିମ୍‌ କେନ୍ଦୁଝର ଯାଇଥିଲେ। ତେବେ ଝାଡ଼ଖଣ୍ଡ ପୋଲିସ ସହାୟତାରେ ବଡ଼ବିଲ ପୋଲିସ ଝାଡଖଣ୍ଡର ରାଜନଗର ଥାନା ଅଞ୍ଚଳରୁ ଉକ୍ତ ଗାଡିକୁ ଜବତ କରିଛି। ଛୋଟୁଙ୍କ ନାମରେ ବିଭିନ୍ନ ଥାନାରେ ଗାଡି ଚୋରି ଅଭିଯୋଗ ରହିଥିବା ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri