ବଡ଼ବିଲ ୱେ-ବ୍ରିଜ୍‌ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବଡବିଲ,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ରେଳ ପାର୍ଶ୍ୱ ରାସ୍ତାକଡ ୱେ-ବ୍ରିଜ୍‌ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମଙ୍ଗଳବାର ରାତିରେ ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି।
ସୂଚନାଯୋଗ୍ୟ, ମୃତଦେହ ପଡିଥିବା ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଥିଲା। ପରେ ଉଦ୍ଧାରକରି ବ୍ୟବଚ୍ଛେଦ ଲାଗି ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ଜଣାପଡିଛି। ରାତିରେ ରେଳ ଲାଇନ ପାର ହେଉଥିବା ସମୟରେ କୌଣସି ଏକ ଗାଡ଼ି ଧକ୍କାରେ ତାଙ୍କର ମୃତ୍ୟୁଘଟିଥିବା ପୋଲିସ ଅନୁମାନ କରୁଛି। ଏ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ

ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri