ବଡ଼ଚଣା ଆଇଆଇସି ନିଲମ୍ବିତ

କଟକ ଅଫିସ,୨୦ା୪: ଯାଜପୁର ଜିଲା ବଡ଼ଚଣା ଆଇଆଇସି ଦୀପକ କୁମାର ଜେନାଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କୁ ନିଲମ୍ବନ କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ଆଇଆଇସି ଜେନା ସପରିବାର ପୁରୀ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ଏ ନେଇ ତାଙ୍କ ବିରୋଧରେ ପୁରୀ ସିଂହଦ୍ୱାର ଥାନାରେ ୪୦/୨୦ରେ ଏକ ମାମଲା ରୁଜୁ କରାଯାଇଛି। ସେ ଇନ୍ସପେକ୍ଟର ର଼୍ୟାଙ୍କର ହୋଇଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କ କାର୍ଯ୍ୟାଳୟକୁ ଲେଖିଥିଲେ ପୁରୀ ଏସ୍‌ପି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ନିର୍ମମ ହତ୍ୟା

ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା...

ଶିକାରୀ ଗୁଳିରେ ନିହତ ଡେପୁଟି ରେଞ୍ଜର ମାଥି, ବନରକ୍ଷୀ ବିମଳଙ୍କୁ ମରଣୋତ୍ତର ସମ୍ମାନ

ବାରିପଦା,୨୩ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ ନିହତ ହୋଇଥିବା ଡେପୁଟି ରେଞ୍ଜର ମାଥି ହାଁସଦା ଓ ବନରକ୍ଷୀ ବିମଳ କୁମାର ଜେନାଙ୍କୁ...

ଦୁର୍ଘଟଣାରେ ଚାଲିଗଲା ଡାକ୍ତରଙ୍କ ଜୀବନ

ବାରିପଦା ଅଫିସ,୨୩ା୪: ମୟୂରଭଞ୍ଜ ଜିଲାର ସୁନାମଧନ୍ୟ ବରିଷ୍ଠ ବିଶେଷଜ୍ଞ ଡାକ୍ତର ଅଞ୍ଜନ ଷଡଙ୍ଗୀଙ୍କ ରବିବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଗୁରୁତର ହୋଇ...

ବେଲଡ଼ିହା, ଜାମଶୂଳୀବାସୀ ଅବହେଳିତ: ଫାଇଲ୍‌ରେ ବନ୍ଧା ପଡ଼ିିଛି ରାଜସ୍ବ ଗ୍ରାମ ମାନ୍ୟତା

କପ୍ତିପଦା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ରାଜସ୍ବ ଗ୍ରାମରେ ରହିଛି ବେଲଡ଼ିହା ଓ ଜାମଶୂଳୀ ଗ୍ରାମ। ଏହି ୨ଟି ଗାଁ ବଡବିଶୋଳ ଗ୍ରାମଠାରୁ...

ବିଜେଡିରେ ସାମିଲ ହେଲେ ଭାଜପା କର୍ମୀ

କେସିଙ୍ଗା,୧୫.୬(ତୁମେଶ୍ୱର ସାହୁ): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସଦର ବ୍ଲକର କେନ୍ଦୁପାଟୀ, ବୋର୍ଡା, ଗୁର୍ଜୁଙ୍ଗ ପଞ୍ଚାୟତକୁ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଏବଂ କଳାହାଣ୍ଡି ବିଜେଡି...

୨୪ରୁ ଜାତୀୟ ବହୁଭାଷୀ କପିଳାସ ନାଟ୍ୟ ମହୋତ୍ସବ: ଭାଗନେବେ ୫ ଦଳ

ଢେଙ୍କାନାଳ ଅଫିସ, ୨୨।୧୨-ଢେଙ୍କାନାଳର ନାଟ୍ୟାନୁଷ୍ଠାନ କଳା ପରିଷଦ ପକ୍ଷରୁ ଆସନ୍ତା ୨୪ରୁ ୨୯ ତାରିଖ ଯାଏ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଆୟୋଜିତ ହେବ ୫ମ ଜାତୀୟ...

ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଲେ ଜିନା-ରୁଦ୍ର

ବାଲେଶ୍ୱର ଅଫିସ,୧୧।୩: ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ଅଭିନେତ୍ରୀ ସ୍ବାତୀ ସାମଲ(ଜିନା) ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ଶନିବାର ବିଧିବଦ୍ଧ ଭାବେ ଭାଜପାରେ...

ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର...

Advertisement
Archives

Model This Week