ବଡ଼ଚଣା ବ୍ଲକ ଅଞ୍ଚଳରୁ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ଚଣ୍ଡିଖୋଲ,୧୪।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ସାଉଡିଆ ପଞ୍ଚାୟତରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବ୍ଲକର ଏହା ପ୍ରଥମ ପଜିଟିଭ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ସୂଚନା ମିଳିଛି। ତେବେ ଉକ୍ତ ବ୍ୟକ୍ତିଜଣଙ୍କ କୋଲକାତା ଫେରନ୍ତା। ତାଙ୍କ ବୟସ ୪୯ବର୍ଷ। ସେ ଗତ ୧୦ ତାରିଖରେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ୧୧ ତାରିଖରେ ତାଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିବା ବେଳେ ଆଜି ତାହା ପଜିଟିଭ୍‌ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ କରିବେ ଅଙ୍ଗନୱାଡ଼ି କର୍ମୀ

ବୁଗୁଡ଼ା,୨୯ା୫(ଡି.ଏନ.ଏ.)- ଅଙ୍ଗନୱାଡ଼ି କର୍ମୀଙ୍କର ଦାବି ମେ ୩୧ ସୁଦ୍ଧା ପୂରଣ ନ ହେଲେ ଜୁନ ୧ରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଶୁକ୍ରବାର ସ୍ଥାନୀୟ...

ଜାତୀୟ ଏକତା ଦିବସ : ଦେଶର ଏକତା, ଅଖଣ୍ଡତା ଅକ୍ଷୁଣ୍ଣ ରଖିବାକୁ ଶପଥ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ପ୍ରଜ୍ଞା ପାରମିତା...

ବିଲୀନ ହେବ ବୌଦ୍ଧସ୍ତୂପ ପାରାଭାଡ଼ି

ଚଣ୍ଡିଖୋଲ, ୨୨।୧୦:ମାନବ ସଭ୍ୟତାକୁ ଶାନ୍ତିର ବାର୍ତ୍ତା ଦେଇଛି ବୈଦ୍ଧ ଧର୍ମ। ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ପାଇଁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର...

ନିଶା କାରବାର ବନ୍ଦ ଦାବିରେ ଥାନା ଘେରାଉ

ନାକଟିଦେଉଳ,୧୫ା୧୨(ଡି.ଏନ୍‌.ଏ.): ନାକଟିଦେଉଳ ବ୍ଲକ ଅଧୀନ କିସିଣ୍ଡା ଥାନା ଅଞ୍ଚଳରେ ବେଆଇନ ନିଶା କାରବାର ବନ୍ଦ ସହିତ ବେଆଇନ ହମ୍ପ୍ସ ନିର୍ମାଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗୁରୁବାର...

ଶୁଖିବାକୁ ବସିଛି କାନଝରୀ ଡ୍ୟାମ୍‌

କେନ୍ଦୁଝର, ୨୯।୪ (ସ୍ବ.ପ୍ର.):  କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଜଳସେଚନ ପ୍ରକଳ୍ପ ବିଭିନ୍ନ କାରଣରୁ ଶୁଖିବାକୁ ବସିଛି। ବର୍ଷା ଅଭାବରୁ କାନଝରୀ ନଦୀର ଜଳସ୍ରୋତ...

ବଳାତ୍କାର ପରେ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଧାରଣା

ଜୟପୁର,୨୪।୧୨(ଡି.ଏନ.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଧରିବାରେ ବିଫଳ ହୋଇଛି। ଏହାକୁ ବିରୋଧ କରି...

ପୋଲିସ ଖୋଲିଲା ଜଳଛତ୍ର

ବରଗଡ଼ ଅଫିସ୍‌,୩୧।୩-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଅଛି । ଏଥିପାଇଁ ସମସ୍ତ ଦୋକାନ, ବଜାର ବନ୍ଦ ରହିଛି । ଅନ୍ୟପଟେ...

ଲେମ୍ବୁରେ ସଜେଇ ହୋଇଛନ୍ତି ମା’ ମଝିଘରିଆଣୀ, ମଧ୍ୟରାତ୍ରିରେ ସରିଛି ମହାନବମୀ ପୂଜା

ରାୟଗଡ଼ା ଅଫିସ, ୧୪।୧୦: ଆରାଧ୍ୟା ଠାକୁରାଣୀ ମା’ ମଝିଘରିଆଣୀଙ୍କ ମହାନବମୀ ପୂଜା ବୁଧବାର ବିଳମ୍ବିତ ରାତ୍ରିରେ ଶେଷ ହୋଇଛି। ତହସିଲ ପ୍ରାଙ୍ଗଣରେ କରାଯାଇଥିବା ଅସ୍ଥାୟୀ ମଣ୍ଡପରେ...

Advertisement
Archives

Model This Week