ବଡ଼ଦିନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ୍‌.ଏ.): ବଡ଼ଦିନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ପାଇଁ ଡିଏସ୍‌ପି ଆଲବିନାସ କେରେକେଟାଙ୍କ ନେତୃତ୍ୱରେ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀଙ୍କ ସମେତ ଜଣେ ସବ୍‌ଇନ୍ସପେକ୍ଟର, ଏଏସ୍‌ଆଇଙ୍କ ସମେତ ୫ ପ୍ଲାଟୁନ ଫୋର୍ସ ବିଭିନ୍ନ ଚର୍ଚ୍ଚ ସମେତ ବଜାରରେ ମୁତୟନ କରାଯାଇଛି ।
ସେହିପରି ଦାରିଙ୍ଗବାଡ଼ି ଥାନାରେ ଡିଏସ୍‌ପି ସୂର୍ଯ୍ୟକାନ୍ତ ରାୟଙ୍କ ନେତୃତ୍ୱରେ ଆଇଆଇସି କୌଶିକ ମାଝି, ସବ୍‌ଇନ୍ସପେକ୍ଟର ଗୋପାଳକୃଷ୍ଣ ଆଗୁପାତ୍ର, ଅନିଲ କୁମାର ଦେବତ୍ତା, ସୌମ୍ୟରଞ୍ଜନ ଜେନାଙ୍କୁ ନେଇ ଭିନ୍ନ ଭିନ୍ନ ଟିମ୍‌ ଗଠନ କରାଯାଇ ସିମନବାଡ଼ି ସମେତ ସାରିଙ୍ଗିଇର୍ପ ଏବଂ ବିଭିନ୍ନ ଚର୍ଚ୍ଚରେ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଏଥି ସହ ସାଦା ପୋଷାକରେ ପୋଲିସ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପହରା ଦେଉଛନ୍ତି । ପୋଲିସ ପକ୍ଷରୁ ଦାରିଙ୍ଗବାଡ଼ି ସମେତ ବ୍ରାହ୍ମଣୀଗାଁରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri