ବଡ଼ଦିନ, ନୂଆବର୍ଷ ପାଇଁ ପ୍ଲାନେଟାରିୟମରେ ସ୍ବତନ୍ତ୍ର ଶୋ’

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଆସନ୍ତା ବଡ଼ଦିନ ଓ ନୂଆବର୍ଷର ଭିଡ଼କୁ ଲକ୍ଷ୍ୟ ରଖି ଡିସେମ୍ବର ୨୧ରୁ ଜାନୁୟାରୀ ୧ ଯାଏ ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ରେ ସ୍ବତନ୍ତ୍ର ଶୋ’ର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଦିନ ପୂର୍ବାହ୍ନ ୧୦ରୁ ରାତି ୭ଟା ଯାଏ ପ୍ରତି ଅଧ ଘଣ୍ଟାର ବ୍ୟବଧାନରେ ଗୋଟିଏ ଲେଖାଏ ଶୋ’ ଚାଲିବ। ଶୋ’ଗୁଡ଼ିକ କ୍ରମାନ୍ବୟରେ ଓଡ଼ିଆ ଓ ହିନ୍ଦୀ ଭାଷାରେ ପ୍ରଦର୍ଶନ କରାଯିବ। ଦଳଗତ ଭାବେ ସ୍କୁଲ ଓ କଲେଜରୁ ଆସୁଥିବା ଛାତ୍ରୀଛାତ୍ର ପୂର୍ବରୁ ପ୍ଲାନେଟାରିୟମ୍‌ ସହ ଯୋଗାଯୋଗ କରିବା ପାଇଁ ନିର୍ଦ୍ଦେଶକ
ରସିଦ୍‌ ଖାନ୍‌ ଅନୁରୋଧ କରିଛନ୍ତି। ପ୍ଲାନେଟାରିୟମ୍‌ କେବଳ ସୋମବାର ବନ୍ଦ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?