ବଡ଼ପଡ଼ାରେ ପାନୀୟ ଜଳର ଉତ୍କଟ ଅଭାବ: ଜାତୀୟ ରାଜପଥ ଅବରୋଧ କଲେ ମହିଳା

କୋକସରା,୪।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ସଦର ମହକୁମା ବଡ଼ପଡ଼ାଠାରେ ପାନୀୟ ଜଳର ଉତ୍କଟ ଅଭାବ ଦେଖାଦେଇଥିବା ବେଳେ ମହିଳାମାନେ ରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ସ୍ଥାନୀୟ ବଡ଼ପଡ଼ା ମହିଳାମାନେ ଗରା, ମାଠିଆ, ବାଲଟି ଧରି ଦୀର୍ଘ ୧ ଘଣ୍ଟା ୨୬ ନଂ. ଜାତୀୟ ରାଜପଥ ଅବରୋଧ କରି ରଖିଥିଲେ। ରାସ୍ତା ଅବରୋଧ ଯୋଗୁ ଭବାନୀପାଟଣା-ଜୟପୁର ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ।

ସୂଚନା ଅନୁସାରେ କୋକସରା ବ୍ଲକ ସଦର ମହକୁମା ବଡ଼ପଡ଼ାରେ ପାନୀୟ ଜଳର ଉତ୍କଟ ଅଭାବ ନେଇ ପୂର୍ବରୁ ପଡ଼ାବାସୀ ବ୍ଲକ୍‌ ପ୍ରଶାସନ ପାଖରେ ଲିଖିତ ଅଭିଯୋଗ କରିଥିଲେ। କିନ୍ତୁ କୌଣସି ସମାଧାନ ନ ହେବା ଓ ଗତ ୮ ଦିନ ଧରି ପାନୀୟ ଜଳର ଯୋଗାଣରେ ଅନିୟମିତିତାରେ ଅତିଷ୍ଠ ହୋଇ ପଡ଼ାର ମହିଳାମାନେ ଜାତୀୟ ରାଜପଥ ଅବରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ବିଭାଗର ଅବହେଳା: ଭବାନୀପାଟଣା ରାସ୍ତାରେ ଗଛ ପଡ଼ି ବାଇକ୍‌ ଆରୋହୀ ଗୁରୁତର

ଭବାନୀପାଟଣା,୨୨।୭ (ଡି.ଏନ୍‌.ଏ.): ଜଙ୍ଗଲ ବିଭାଗ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ସୋମବାର ଭବାନୀପାଟଣା ରାସ୍ତାରେ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ପଡ଼ି...

କାକାଙ୍କୁ ଟାଙ୍ଗିଆରେ ହାଣିଲେ ପୁତୁରା

ରେଢ଼ାଖୋଲ,୧୫ା୯(ଡି.ଏନ.ଏ.): ରେଢ଼ାଖୋଲ ଥାନା ଘୋଷରାମାଳ ଗ୍ରାମରେ ପୁତୁରାର ଟାଙ୍ଗିଆ ଚୋଟରେ କାକା ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ...

ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ବୁଲିବନି ଖଣ୍ଡା

ସମ୍ବଲପୁର,୮ା୪(ବ୍ୟୁରୋ): ସମ୍ବଲପୁର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ହନୁମାନ ଜୟନ୍ତୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ବାତୁଳା...

୩୬୫ ପରିବାରକୁ ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୬।୪ (ବ୍ୟୁରୋ)- ବିଶ୍ୱବ୍ୟାପି କରୋନା ଭୂତାଣୁର ବିଭିଷିକାରେ ଭାରତ ମଧ୍ୟ କବଳିତ ହୋଇଛି । ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ...

ସମ୍ବଲପୁର ଦୂରଦର୍ଶନ କେନ୍ଦ୍ର ବନ୍ଦ ପାଇଁ ଷଡ଼ଯନ୍ତ୍ର

ସମ୍ବଲପୁର,୨୫ା୮ (ବ୍ୟୁରୋ):ସମ୍ବଲପୁରଠାରେ ୧୯୭୮ରେ ସ୍ଥାପିତ ରାଜ୍ୟର ପ୍ରଥମ ତଥା ଦେଶର ଅଷ୍ଟମ ଦୂରଦର୍ଶନ କେନ୍ଦ୍ରକୁ ବନ୍ଦ କରିଦେବା ଲାଗି ଷଡ଼ଯନ୍ତ୍ର କରାଯାଉଛି। କେନ୍ଦ୍ର ସରକାରଙ୍କ ଅଧୀନରେ...

ଜିଲା ସୈନିକ ବୋର୍ଡରେ ଅଚଳାବସ୍ଥା

ସମ୍ବଲପୁର,୨୮ା୧୦(ବ୍ୟୁରୋ): ଅବସରପ୍ରାପ୍ତ ସୈନିକଙ୍କ ସମସ୍ତ ସରକାରୀ କାର୍ଯ୍ୟ କରିବା ପାଇଁ ଜିଲା ସୈନିକ ବୋର୍ଡ ଗଠନ କରାଯାଇଛି। ଯବାନମାନଙ୍କୁ ନେଇ ବୋର୍ଡ ଗଠନ କରାଯାଇ ଏହାର...

ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ...

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି ।...

Advertisement
Archives

Model This Week