ବଡବିଲ,୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ସୁନ୍ଦରା ବସ୍ତି ଅଞ୍ଚଳର ଶିବ କୁମାର ଗିରିଙ୍କ ଘରୁ ଗତ ଏପ୍ରିଲ ୧୬ ତାରିଖରେ ଚୋରି ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା (ନଂ. ୭୪/୨୦) ରୁଜୁକରି ତଦନ୍ତ ଚଳାଇଥିଲା। ଏଥିରେ ମମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଶୁକ୍ରବାର ପୋଲିସ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ବଡବିଲ ତିରିୟା ହଟିଂ ଅଞ୍ଚଳର ସୁନୀଲ ପାତ୍ର ଏବଂ ସେଡିଂ ଅଞ୍ଚଳର ମଧୂସୂଦନ ଦାସ। ସେମାନଙ୍କ ନିକଟରୁ ଚୋରି ହୋଇଥିବା ସାମଗ୍ରୀ କଂସା ଓ ଗ୍ୟାସ ସିଲିଣ୍ଡରକୁ ପୋଲିସ ଜବତ କରିଛି।
Posted inଆମ ଜିଲା ଖବର, କେନ୍ଦୁଝର View All
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
ଲିକ୍ ହୋଇ ଫାଟିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର, ଘରେ ଥିଲେ…
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...
ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...
ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ
ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...
ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ
କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...
Archives


