ବଡ଼ବିଲ ଥାନା ଅଞ୍ଚଳରୁ ମୋବାଇଲ ଚୋରି ଘଟଣା: ଅଭିଯୁକ୍ତ ଗିରଫ, ୩ ମୋବାଇଲ ଜବତ

ବଡ଼ବିଲ,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ବାକଲ ହଟିଂ ଅଞ୍ଚଳର ସଞ୍ଜୟ ମହାନ୍ତ। ମୋବାଇଲ ଚୋରି ନେଇ ଥାନାରେ(୧୧୯/୧୯) ମାମଲା ରୁଜୁ ହୋଇଥିଲା। ବଡ଼ବିଲର ବିଭିନ୍ନ ଅଞ୍ଚଳରୁ ମୋବାଇଲ ଚୋରି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତ ସଞ୍ଜୟଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri