ବଡ଼ବିଲ ଥାନା ଅଞ୍ଚଳରୁ ମୋବାଇଲ ଚୋରି ଘଟଣା: ଅଭିଯୁକ୍ତ ଗିରଫ, ୩ ମୋବାଇଲ ଜବତ

ବଡ଼ବିଲ,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ବାକଲ ହଟିଂ ଅଞ୍ଚଳର ସଞ୍ଜୟ ମହାନ୍ତ। ମୋବାଇଲ ଚୋରି ନେଇ ଥାନାରେ(୧୧୯/୧୯) ମାମଲା ରୁଜୁ ହୋଇଥିଲା। ବଡ଼ବିଲର ବିଭିନ୍ନ ଅଞ୍ଚଳରୁ ମୋବାଇଲ ଚୋରି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତ ସଞ୍ଜୟଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଭେଟିବାକୁ ଆସିି ପ୍ରେମିକ ହଟହଟା: ରାତାରାତି ବିବାହ କରାଇଲେ ଗ୍ରାମବାସୀ

ସୋର, ୧୩ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ମାଣିପୁର ଗୁଲୁଣିଆ ଗ୍ରାମରେ ଗୁରୁବାର ଏକ ନାଟକୀୟ ଘଟଣା ଘଟିଛି। ଫେସ୍‌ବୁକ୍‌ରୁ ପ୍ରେମ ସମ୍ପର୍କ ସ୍ଥାପନ କରିଥିବା ଜଣେ...

୭ଦିନ ଭିତରେ ଟଙ୍କା ନ ମିଳିଲେ ଧାରଣା

ବାହାନଗା, ୧୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିରେ ଦୀର୍ଘ ୩ ବର୍ଷ ତଳେ ଚାଷୀମାନେ ମିଲ୍‌ରେ ଧାନ ବିକ୍ରି କରିଥିଲେ...

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ : ଯୁକ୍ତ ୩ ପରୀକ୍ଷା ଫଳ: କମିଲା ପାସ୍‌ ହାର

ଭଦ୍ରକ ଅଫିସ, ୯।୬ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ପୂର୍ବବର୍ଷ ଭଳି ଏଥର ମଧ୍ୟ ଛାତ୍ରୀ ଆଗରେ...

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ...

ଆଲଟ୍‌ମେଣ୍ଟକୁ ବିଭାଜନ କରି କାର୍ଯ୍ୟ କରୁଛି ପୂର୍ତ୍ତ ବିଭାଗ

ବାଲେଶ୍ୱର ଅଫିସ,୧୫।୪ ବାଲେଶ୍ୱର ପୂର୍ତ୍ତ ବିଭାଗ ଦ୍ୱାରା ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସରକାରଙ୍କ ଦ୍ୱାରା କରାଯାଉଛି। ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକୁ ଟେଣ୍ଡର କରି କାର୍ଯ୍ୟ କରିବା...

ବିବାହ ପାଇଁ ଚାଲି ଚାଲି ଯାଆନ୍ତି ବରକନ୍ୟା

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ଗଙ୍ଗାହାର ନଦୀ ଅଞ୍ଚଳବାସୀଙ୍କ ଗମନାଗମନରେ ବାଧକ ସାଜିଛି। କାହିଁ କେଉଁ...

ଜେଲ ଗଲେ ଢାବା ମ୍ୟାନେଜର: ମହିଳାଙ୍କୁ ବଳାତ୍କାର ଘଟଣା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନ ଛକରେ ଏକ ଢାବାରେ ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର ଅଭିଯୋଗରେ ଉକ୍ତ ଢାବାର ମ୍ୟାନେଜର ସୁକାନ୍ତ ନାୟକଙ୍କୁ ପୋଲିସ...

ନିଦ ବଟିକା ଦେଇ ଝିଅକୁ ବଳାତ୍କାର କଲେ ବାପା

ବେଙ୍ଗାଲୁରୁ, ୨୯।୬- କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହାକି ବାପା-ଝିଅ ଭଳି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ବେଙ୍ଗାଲୁରୁର ଜଣେ...

Advertisement
Archives

Model This Week