ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିଲେ ସାନଭାଇ

କଟକ ଅଫିସ,୨୬ା୧୧: ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିବା ଅଭିଯୋଗରେ ଲାଲବାଗ ପୋଲିସ ଅଭିଯୁକ୍ତ ସାନଭାଇ ସୁକାନ୍ତ ସାମଲଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ଗତ ୨୧ ତାରିଖରେ ଉମାକାନ୍ତ ସାମଲଙ୍କ ସହ ସାନଭାଇ ସୁକାନ୍ତଙ୍କର କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସୁକାନ୍ତୁ ଏକ ଧାରୁଆ ଛୁରିରେ ଉମାକାନ୍ତଙ୍କ ଗୁପ୍ତାଙ୍ଗକୁ କାଟି ଦେଇଥିଲେ। ଏ ନେଇ ଉମାକାନ୍ତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୨୮୧/୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାର ଟଙ୍କା ନ ଦେବାରୁ ଠେଙ୍ଗାରେ ପିଟି ହତ୍ୟା : ଅଭିଯୁକ୍ତ ଅଟକ

କେସିଙ୍ଗା,୧।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଗାଈଗା ପଞ୍ଚାୟତର କେରୋକୁଡ଼ା ଗ୍ରାମର ଶୁକଦେବ ସା(୩୫)ଙ୍କୁ ସେହି ଗ୍ରାମର ବିଭୂତି ବୁଦ୍ଧିଆ (୩୦) ଠେଙ୍ଗାରେ ପିଟି...

‘ଅଞ୍ଚଳଭିତ୍ତିକ ପାରମ୍ପରିକ କୃଷିକୁ ଅଣଦେଖା ନେଇ ଗୃହରେ ଉଦ୍‌ବେଗ’

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ୬୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭରଶୀଳ। ହେଲେ ସରକାର କୃଷି ଏବଂ କୃଷକଙ୍କୁ ନେଇ ରହିଥିବା ପ୍ରକୃତ ସମସ୍ୟା ହୃଦୟଙ୍ଗମ କରିବାରେ...

ଛତିଶା ନିଯୋଗ ବୈଠକ ଆରମ୍ଭ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ବୁଧବାର ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଥିବା ଏହି...

ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା

ବନ୍ତ,୨୭।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା...

ଭଡ଼ା ବୃଦ୍ଧି ନିଷ୍ପତ୍ତି ପୁନର୍ବିଚାର ଦାବିରେ ଧାରଣା

ତାଳଚେର,୩୦ା୧୦(ନି.ପ୍ର.)-ତାଳଚେର ପୌର ପରିଷଦ ପକ୍ଷରୁ ଆବଣ୍ଟିତ ହୋଇଥିବା ଦୋକାନ ଘର ଗୁଡ଼ିକରେ ବ୍ୟବସାୟ କରୁଥିବା ଦୋକାନୀଙ୍କ ଭଡ଼ା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର କରାଯିବା ଦାବିରେ ମଙ୍ଗଳବାର...

ଶେରଗଡ଼ର କୌଣସି ଏଟିଏମ୍‌ରେ ନାହିଁ ଟଙ୍କା: ଗ୍ରାହକ ସେବା କେନ୍ଦ୍ର ପାଲଟିଛି ଭରସା, ଟଙ୍କା ପାଇଁ ଲୋକଙ୍କ ଭିଡ଼

ଶେରଗଡ଼,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଗତ କିଛି ଦିନ ହେଲା କୌଣସି ଏଟିଏମ୍‌ରେ ଟଙ୍କା ନାହିଁ। କେବଳ ବ୍ୟାଙ୍କରୁ ଗ୍ରାହକମାନେ ଟଙ୍କା ଉଠାଇ ନେଇପାରୁଛନ୍ତି। ଫଳରେ...

ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ:ଗୋଟିଏ ଦିନରେ ୧୪୧ ମଦ୍ୟପ ଗାଡ଼ିଚାଳକ ଗିରଫ

କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ...

ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ...

Coronavirus Update

Archives

Model This Week

Why Dharitri