Posted inଜାତୀୟ

ବଡ଼ ଘର ବଡ଼ ଗୁମର କଥା: ପଦାରେ ପଡ଼ିଲା ଶାଶୁ-ବୋହୂ କଳି

ପାଟନା,୨୭।୧୨: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘରର କଳି ପୁଣି ପଦାକୁ ଆସିଛି। ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ ଯାଦବ ଓ ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ବିବାହ ବିଚ୍ଛେଦ ମାମଲାରେ ଏବେ ନୂଆ ମୋଡ଼ ଆସିଛି। ଲାଲୁ ଯାଦବଙ୍କ ସ୍ତ୍ରୀ ରାବ୍ରୀ ଦେବୀ ବୋହୂ ଐଶ୍ୱର୍ଯ୍ୟାଙ୍କ ଲୁଗାପଟା ସମେତ ଆସବାବପତ୍ରକୁ ୨ଟି ଗାଡିରେ ତାଙ୍କ ପିତା ଚନ୍ଦ୍ରିକା ରାୟଙ୍କ ଘରକୁ ପଠାଇଦେଇଛନ୍ତି। ହେଲେ ଉକ୍ତ ଜିନିଷକୁ ଚନ୍ଦ୍ରିକା ନେବାକୁ ମନା କରିଦେବା ସହ ପୋଲିସକୁ ଡାକି ଏହାକୁ ଜବତ କରିବା ପାଇଁ କହିଥିଲେ। ଏହାପରେ ତାଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଥିଲା। ଅପରପକ୍ଷେ ଏନେଇ ରାବ୍ରୀଙ୍କ ପରିବାର ପକ୍ଷରୁ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ଐଶ୍ୱର୍ଯ୍ୟାଙ୍କ ମା’ ପୂର୍ଣ୍ଣିମାଙ୍କ କହିବା ଅନୁସାରେ ଉକ୍ତ ଜିନିଷକୁ ପଠାଯାଇଥିଲା। ପୂର୍ଣ୍ଣିମା ରାୟ ମହିଳା ହେଲ୍ପଲାଇନ ଜରିଆରେ ଐଶ୍ୱର୍ଯ୍ୟାଙ୍କ ସମସ୍ତ ଜିନିଷକୁ ଦେବା ପାଇଁ ରାବ୍ରୀ ଦେବୀଙ୍କୁ କହିଥିଲେ ବୋଲି ତେଜ ପ୍ରତାପ ପ୍ରକାଶ କରିଛନ୍ତି। ସେ ଏ ସମ୍ପନ୍ଧୀୟ ଏକ ଚିଠି ମଧ୍ୟ ଦେଖାଇଛନ୍ତି। ପୂର୍ବରୁ ଐଶ୍ୱର୍ଯ୍ୟା ଶ୍ୱଶୁରଘର ଲୋକଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌…

ଜୟପୁର,୨୯।୪: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏସମ୍ପର୍କରେ ସେ ନିଜ ଟୁଇଟର୍‌ ହ୍ୟାଣ୍ଡେଲରୁ ଟୁଇଟ୍‌ କରି ଜଣାଇଛନ୍ତି।...

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...

ଲିଚୁ ଯୋଗୁ ହୋଇନି ମସ୍ତିଷ୍କ ଜ୍ୱର: ଗବେଷକଙ୍କ ମତ

ନୂଆଦିଲ୍ଲୀ,୨୫।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣା ପାଇଁ କେତେକ ଲିଚୁକୁ ଦାୟୀ କରିଥିଲେ। ତେବେ ଏଥି ପାଇଁ ଲିଚୁର କୌଣସି ସମ୍ପର୍କ ନାହିଁ...

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ...

ଭୋଟରଙ୍କୁ ସାଧାରଣ ବୋଲି ଭାବିବା ଭୁଲ: ଇନ୍ଦିରା, ଅଟଳ ବି ହାର ମାନିଥିଲେ

ମୁମ୍ବାଇ,୧୧।୭: ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ରାଜନେତାମାନେ ଭୋଟରଙ୍କୁ ସାଧାରଣ ଭାବିବା ଭୁଲ୍‌। ଶକ୍ତିଶାଳୀ...

ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ

ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ...

ମତଦାନର ୭୨ ଘଣ୍ଟା ପୂର୍ବରୁ ବାଇକ୍‌ ରାଲି ବନ୍ଦ

ନୂଆଦିଲ୍ଲୀ,୨୩।୩ (ପି.ଟି.): ନିର୍ବାଚନ ହେବାକୁ ଥିବା ସମସ୍ତ ଆସନରେ ମତଦାନର ୭୨ ଘଣ୍ଟା ପୂର୍ବରୁ ବାଇକ୍‌ ରାଲିକୁ ନିର୍ବାଚନ କମିଶନ ନିଷିଦ୍ଧ କରିଛନ୍ତି। ଅର୍ଥାତ୍‌ ଭୋଟଦାନ...

ଅଶ୍ଳୀଳ ଚାଟିଂ, ବ୍ଲାକମେଲ୍‌ରୁ ଆୟ କରିଥିଲେ ୧୦ କୋଟି

ନୋଏଡା,୨୦।୮: ଫେସ୍‌ବୁକରେ ଯୁବତୀ ଓ ମହିଳାଙ୍କ ନାଁରେ ଆକାଉଣ୍ଟ ଖୋଲି ପୁରୁଷଙ୍କୁ ସହ ଯୋଗାଯୋଗ କରୁଥିଲେ। ପରେ ଅଶ୍ଳୀଳ ଚାଟିଂ ଓ ନ୍ୟୁଡ୍‌ ଭିଡିଓ କଲିଂ...

Advertisement


Archives

Model This Week