Posted inଫୁରସତ

ବଡ଼ ଟେଡି ବିୟର

ଟେଡି ବିୟର ସମସ୍ତଙ୍କର ପସନ୍ଦ। ଛୋଟ ପିଲା ତ ଏହାକୁ ଦଣ୍ଡେ ଛାଡି ରହି ପାରନ୍ତି ନାହିଁ। ଏମିତିକି ଧରିକି ବି ଶୋଇଥାଆନ୍ତି। ହେଲେ ମେକ୍ସିକୋରେ ଏମିତି ଏକ ଟେଡି ବିୟର୍‌ ତିଆରି କରାଯାଇଥିଲା ଯାହାକୁ ଧରି ଖେଳିବା ଅସମ୍ଭବ। କାରଣ ଏହା ହେଉଛି ପୃଥିବୀର ସବୁଠାରୁ ବଡ଼ ଟେଡି ବିୟର୍‌। ଜୋନାକାଟଲାନ୍‌ ସହରସ୍ଥ ଷ୍ଟାଡିୟମ୍‌ରେ ଏହାକୁ ପ୍ରଦର୍ଶିତ କରାଯାଇଥିଲା। ମେକ୍ସିକୋରେ ଶିଶୁ ଦିବସକୁ ପ୍ରମୋଟ କରିବା ଲାଗି ଏହାକୁ ତିଆରି କରାଯାଇଥିଲା। ଏହାର ଲମ୍ବ ୬୩ ଫୁଟ ୮ ଇଞ୍ଚ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri