ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ ଜବତ କରିଛନ୍ତି। ଏତେ ପରିମାଣର ବିସ୍ଫୋରକ କିଭଳି ଏଠାକୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି।
ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। କଠୁଆ ଜିଲାର ବିଲଓ୍ବାର ତହସିଲ୍ର ଦଓ୍ବୋର ଅଞ୍ଚଳରୁ ସୁରକ୍ଷାକର୍ମୀ ସୋମବାର ୪୦ କିଗ୍ରା ବିସ୍ଫୋରକ ଜବତ କରିଛନ୍ତି। ଏତେ ପରିମାଣର ବିସ୍ଫୋରକ କିଭଳି ଏଠାକୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି।
ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...
ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...
ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...
ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...
ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...
ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍...
ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...
