ବଡ଼ ବଜାର ପୋଷ୍ଟ ଅଫିସ କମ୍ପ୍ୟୁଟର ଅଚଳ: ସେବା ଠପ୍‌

ଗଞ୍ଜାମ,୧୨।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ ବଜାରରେ ଥିବା ପୋଷ୍ଟ ଅଫିସ କମ୍ପ୍ୟୁଟର ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଅଚଳ ରହିଛି। ଫଳରେ ପୋଷ୍ଟ ସମ୍ବନ୍ଧୀୟ ସେବା ଠପ୍‌ ହୋଇଯାଇଛି। ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଅଞ୍ଚଳବାସୀ ଅଫିସ କାର୍ଯ୍ୟାଳୟକୁ ଯାଇ ବାରମ୍ବାର ପୋଷ୍ଟ ମାଷ୍ଟରଙ୍କୁ ଅବଗତ କରାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ପୋଷ୍ଟମାଷ୍ଟର ତାରିଣୀ ମହାନ୍ତି କହିଛନ୍ତି, ନୂଆ କମ୍ପ୍ୟୁଟର ଅଫିସକୁ ଆସିଯାଇଛି, ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଭୁଜାଲିରେ ହାଣି ଲୁଟ୍‌

ପଦ୍ମପୁର,୨୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପଞ୍ଚାୟତର ଗୋକୁଳପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରେବତୀ ମହାକୁଡ଼ଙ୍କ ବାପଘରୁ...

ହାତୀ ଆକ୍ରମଣରେ ବାପା ପୁଅ ଆହତ

ଭଞ୍ଜନଗର,୧୩।୮:(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ତାରସି ରେଞ୍ଜ ଅନ୍ତର୍ଗତ ତିନିଚକିଆ ଜଙ୍ଗଲରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ବାପ ପୁଅ ଆହତ ହୋଇଛନ୍ତି। ସେମାନେ ହେଲେ ଦଲକର...

ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍‌ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ

ଛତ୍ରପୁର, ୧୨।୫(ଡି.ଏନ୍‌.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ...

ଥାନାରେ ୪ ନାବାଳକଙ୍କୁ ଥାର୍ଡ ଡିଗ୍ରୀ

ମାଲକାନଗିରି,୧୬ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନାରେ ୪ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ପୋଲିସ...

ସରକାରୀ ପେଟ୍ରୋଲ ପମ୍ପ ସିଲ୍‌ କଲା ପ୍ରଶାସନ

ଛତ୍ରପୁର,୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରରେ ଥିବା ଓଡ଼ିଶା ସରକାରଙ୍କ ଅଧୀନ ଓପିଡିସି ଭାରତ ପେଟ୍ରୋଲ ପମ୍ପକୁ ଛତ୍ରପୁର ଏଏସି ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍‌...

ସବ୍‌ଡେଗାରେ ସାନିଟାଇଜ କଲା ଅଗ୍ନିଶମ ବିଭାଗ

ସବଡେଗା, ୧୭।୪(ଡି.ଏନ.ଏ.): ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସୁନ୍ଦରଗଡ଼ ଜିଲା ସବଡେଗା ବସଷ୍ଟାଣ୍ଡ ଅଞ୍ଚଳଞ୍‌କୁ ଶୁକ୍ରବାର ବିଶୋଧନ କରାଯାଇଛି। ଏହି ବ୍ଲକରୁ ବାହାର ରାଜ୍ୟକୁ ଅନେକ ଶ୍ରମିକ ଯାଇଥାନ୍ତି।...

ବ୍ରାହ୍ମଣୀ ଆଁରେ ବାଜିଙ୍କ ଗାଁ

ଭୁବନ, ୨୩।୧୦:  ଅକ୍ଟୋବର ୧୧, ୧୯୩୮। ବ୍ରାହ୍ମଣୀ ତଟରେ ଗର୍ଜିଥିଲା ଗୋରା ଫୌଜର ଗୁଳି। ଟଳି ପଡ଼ିଥିଲେ ୧୨ ବର୍ଷର ବାଳକ ବାଜି ରାଉତ। ସ୍ବର୍ଣ୍ଣାକ୍ଷରରେ...

ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ

ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ...

Advertisement
Archives

Model This Week