Posted inଖେଳ

ବଡ ଭାଇ ପରେ ସାନ ଭାଇଙ୍କ ଜଲଓ୍ବା, ୪ ଓଭରରେ ୫ ରନ ଦେଇ ନେଲେ ୩ଟି ଉଇକେଟ୍‌

ସୁରତ,୨୬।୧୧: କିଛି ଦିନ ପୂର୍ବରୁ ବାଂଲାଦେଶ ବିପକ୍ଷ ଟି-୨୦ରେ ହ୍ୟାଟ୍ରିକ୍‌ ନେଇ ଚର୍ଚ୍ଚାର ପରିସରକୁ ଆସିଥିଲେ ଦୀପକ ଚହର। ଦୀପକଙ୍କ ପରେ ଏବେ ତାଙ୍କ ସାନ ଭାଇ ରାହୁଲ ଚହର ମଧ୍ୟ ବୋଲିଂରେ ଜଲଓ୍ବା ଦେଖାଇଛନ୍ତି। ସୟଦ ମୁସ୍ତାକ ଅଲୀ ଟୁର୍ନାମେଣ୍ଟରେ ରାଜସ୍ଥାନ ପକ୍ଷରୁ ଖେଲୁଥିବା ରାହୁଲ ମହାରାଷ୍ଟ୍ର ବିପକ୍ଷରେ ୪ ଓଭରରେ ମାତ୍ର ୫ ରନ୍‌ ଦେଇ ୩ଟି ଉଇକେଟ୍‌ ନେଇଛନ୍ତି। ଦୀପକ ମଧ୍ୟ ଏହି ମ୍ୟାଚରେ ଖେଳୁଥିଲେ। ସେ ୨୫ ରନ୍‌ ଦେଇ ଗୋଟିଏ ଉଇକେଟ୍‌ ହାସଲ କରିଥିଲେ। ୨୦ ବର୍ଷୀୟ ରାହୁଲ ଚଳିତବର୍ଷ ଅଗଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି-୨୦ ମ୍ୟାଚରେ ଭାରତ ପକ୍ଷରୁ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଡେବ୍ୟୁ ମ୍ୟାଚ୍‌ରେ ସେ ଖାସ୍‌ ପ୍ରଦର୍ଶନ କରିପାରି ନ ଥିଲେ। ଏହି ମ୍ୟାଚରେ ୩ ଓଭର ବୋଲିଂ କରି ୨୭ ରନ୍‌ ଦେଇ ଗୋଟିଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri