ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅଗଷ୍ଟ ୩୧କୁ ରାସନକାର୍ଡ- ଆଧାର ଲିଙ୍କ୍ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଥିଲା। ତେବେ ଶନିବାର ଏହାର ସଂଯୋଗ ଅବଧିକୁ ସରକାର ବଢ଼ାଇ ଦେଇଛନ୍ତି। ସେପ୍ଟେମ୍ବର ୧୫ ଯାଏ ଏହି ଅବଧି ବଢ଼ାଯାଇଥିବା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି।

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…
ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…
ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…
ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…
ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ…
ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…
ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…
ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍ ପର୍ଯ୍ୟନ୍ତ ଅଗଷ୍ଟରେ…