ବଢିବନି ବସ୍‌ ଭଡା: ଏସଟିଏ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ରାଜ୍ୟରେ ଆସନ୍ତା କାଲିଠାରୁ ଗଡିବ ଘରୋଇ ବସ। ବସ୍‌। ଏ ନେଇ ଘରୋଇ ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତି ହୋଇଛି। ହେଲେ ବସ ଭଡା ବଢି ନାହିଁ ବୋଲି ବୁଧବାର ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ମାର୍ଚ୍ଚ ୨୧ରେ ଲାଗୁ ହୋଇଥିବା ସଂଶୋଧିତ ଭଡା ଏବେ ବଳବତ୍ତର ରହିଥିବା ଟୁଇଟ ଯୋଗେ ସ୍ପଷ୍ଟ କରିଛି ଏସଟିଏ। ଏଥିସହ ବରମୁଣ୍ଡା ବସଷ୍ଟାଣ୍ଡରୁ କେଉଁ ସହରକୁ ଗଲେ କେତେ ଟଙ୍କା ଦେବାକୁ ପଡ଼ିବ ସେ ନେଇ ଏସଟିଏ ଓଡିଶା ଟୁଇଟର ହ୍ୟାଣ୍ଡେଲରେ ସମ୍ପୂର୍ଣ୍ଣ ତଥ୍ୟ ରହିଥିବା ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବମନ୍ଦିର ଫେରିଲେ ଦେବଦମ୍ପତି

ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ...

ଆଜି ରତ୍ନ ସିଂହାସନକୁ ବିଜେ କରିବେ ଚତୂର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ । ଚତୂର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନରେ ବିଜେ କରିବେ। ତିନି ଠାକୁରଙ୍କ ଗୋଟି ପହଣ୍ଡି ସନ୍ଧ୍ୟାରେ ଅନୁଷ୍ଠିତ...

ଶିକ୍ଷା ବିଭାଗ ସତର୍କ ଅଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ିବା ପରେ ଓଡ଼ିଶାରେ ଛନକା ପଶିଛି। ରାଜ୍ୟରେ କୋଭିଡ୍‌ ନିୟମ କଡ଼ାକଡି ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଏସ୍‌ଆର୍‌ସି ଏନେଇ...

ପୋଲିସ ଚାକିରି ନାଁରେ ୧.୪୭ କୋଟି ଠକେଇ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପୋଲିସ ଚାକିରି କରାଇଦେବାକୁ କହି ବଡ ଧରଣର ଠକେଇ ହୋଇଛି। ଏଭଳି ୩୮ଜଣ ଆଶାୟୀଙ୍କଠାରୁ ମୋଟ ୧କୋଟି ୪୭ ଲକ୍ଷ ଠକିଥିବା ଅଭିଯୋଗରେ ୨ଜଣଙ୍କୁ...

ପରିତ୍ୟକ୍ତ ଅବସ୍ଥାରେ ଛାତ୍ରାବାସ

କଟକ ଅଫିସ,୪ା୨: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ କେଶରପୁର ଓ ବେପାରୀ ସାହି ମଧ୍ୟବର୍ତ୍ତୀ ସ୍ଥାନରେ ଥିବା ଗଣେଶ ପ୍ରସାଦ ଭଗତ ଛାତ୍ରାବାସ ପରିତ୍ୟକ୍ତ ହୋଇପଡିଛି।...

୩ ଅଧିକାରୀଙ୍କୁ କୋଭିଡ ଦାୟିତ୍ୱ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୩ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ କୋଭିଡ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ କଲ୍ୟାଣ...

ମ୍ୟୁନିସିପାଲିଟି ଆବର୍ଜନାସ୍ଥଳରେ ମହାପ୍ରସାଦ

ପୁରୀ ଅଫିସ,୪।୧୧ : ପୁରୀ ମ୍ୟୁନିସପାଲିଟି ଆବର୍ଜନାସ୍ଥଳରେ ପଡିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ। ରେଲେୱ ପର୍ଯ୍ୟଟନ ପରିସର ହବିଷିଆଳି ଶିବିରର ଏଭଳି ଦୃଶ୍ୟ ସୋସିଆଲ ମିଡିଆରେ...

ବନ୍ୟାକୁ ବର୍ଷେ ପୂରିଲା: ମରାମତି ହେଲାନି ଚେକ୍‌ଡ୍ୟାମ

ଦେଓଗାଁ, ୧୪ା୮(ଡି.ଏନ.ଏ.)- ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ଆଖପାଖ ଚାଷୀଙ୍କ ଏକମାତ୍ର ଭରସା ଶିରିଶ କେନାଲ। ଖରିଫ ଋତୁରେ ବର୍ଷା ନିଅଣ୍ଟ ହେଲେ ଏହି କେନାଲ...

Advertisement
Archives

Model This Week