Posted inଜାତୀୟ

୩ହଜାରରୁ ୧୦ ହଜାର ଟଙ୍କା ହେଲା ଆଶା କର୍ମୀଙ୍କ ପାରିଶ୍ରମିକ

ଅମରାବତୀ,୩।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଓ୍ବାଇଏସ୍‌ ଜଗନ ମୋନହ ରେଡ୍ଡି ପ୍ରଥମ ପର୍ଯ୍ୟାୟରେ ଆଶା କର୍ମୀଙ୍କୁ ଦେଇଛନ୍ତି ଆଶନୁରୂପ ଭେଟି। ମେଡିକାଲ ଓ ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଆଶାକର୍ମୀଙ୍କ ଦରମା ୩ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ଜଗନ ମୋନହ। ସୋମବାର ସେ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଶଓ୍ବାନଙ୍କ ନୀତୀଶ ପ୍ରେମ

ପାଟନା,୧୬।୯: କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଏକ ବଡ ବୟାନ ଦେଇଛନ୍ତି। ପାଶଓ୍ବାନ କହିଛନ୍ତି...

‘କରୋନା ଉପରେ ନିର୍ଭର କରେ ଅର୍ଥ ବ୍ୟବସ୍ଥା ଭାଗ୍ୟ’

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ଉପରେ ଭାରତୀୟ ଅର୍ଥ ବ୍ୟବସ୍ଥାର ଭାଗ୍ୟ ନିର୍ଭର କରେ। ଏହି ଭାଇରସ ବ୍ୟାପିବା ଆରମ୍ଭ କଲେ ଭାରତ ଏହା ଦ୍ୱାରା ଗଭୀର...

ସମାଜ ସୁଧାରକଙ୍କ ମଧ୍ୟରେ ମୋଦିଙ୍କ ନାଁ ଲିପିବଦ୍ଧ ହେବ: ଅମିତ୍‌ ଶାହ

ନୂଆଦିଲ୍ଲୀ,୧୮ା୮: ତିନି ତଲାକ୍‌କୁ ବିରୋଧ କରୁଥିବା ନେତାଙ୍କୁ କଡ଼ା ଜବାବ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ। ସେ କହିଛନ୍ତି,...

ନାଳ ସଫା କଲେ ଜିଲାପାଳ: ଚଳାଇଲେ ଜେସିବି

ଭୋପାଳ,୨୯।୫: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ନିଜେ ଜେସିବି ମେସିନ୍‌ ଚଳାଇ ଏକ ନାଳ ସଫା କରିଛନ୍ତି। ସ୍ଥାନୀୟ ସିଧି ଅଞ୍ଚଳରେ ଜିଲାପାଳ ଅଭିଷେକ ସିଂ ୨୦...

ରାଜସ୍ଥାନ-ମହାରାଷ୍ଟ୍ର ଉପରେ ଭାଜପା ନଜର: ସଚିନ୍‌-ଦଓ୍ବେଡ଼ାଙ୍କୁ ବାଡ଼ ଡ଼ିଆଁଇବା ଯୋଜନା !

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶରେ କଂଗ୍ରେସର ମୁଖ୍ୟମନ୍ତ୍ରୀ କମଳନାଥ ସରକାରଙ୍କୁ ସଙ୍କଟରେ ପକାଇବା ପରେ ଏବେ ଭାଜପା ରାଜସ୍ଥାନ ଏବଂ ମହାରାଷ୍ଟ୍ରରେ ଅପରେଶନ୍‌ ଲୋଟସ୍‌ ଳାଗି ଯୋଜନା କରିଥିବା...

ଡ୍ରାଇଭିଂ ସମୟରେ ଅଧିକାଂଶ ଭାରତୀୟ ମୋବାଇଲ ବ୍ୟବହାର କରନ୍ତି

ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରିବାର କୁପରିଣତି ଜାଣିବା ପରେ ମଧ୍ୟ ଭାରତରେ ପାଖାପାଖି ୬୨ ପ୍ରତିଶତ ଲୋକ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରୁଥିବା...

ବିଧାନସଭା ନିର୍ବାଚନରେ ଏକାକି ଲଢିବ ଜେଡିୟୁ

ପାଟନା,୯।୬: ଆସନ୍ତା ବିଧାନସଭା ନିର୍ବାଚନରେ ଜନତାଦଳ ୟୁନାଇଟେଡ(ଜେଡିୟୁ) ଏକାକି ଲଢିବ ବୋଲି ଜଣାପଡିଛି। ଭାଜପା ସହ ଜେଡିୟୁ ମେଣ୍ଟ କରିବ ନାହିଁ ବୋଲି ବିହାର ମୁଖ୍ୟମନ୍ତ୍ରୀ...

ନାଗସାପକୁ ବିବାହ କରିବା ପାଇଁ ଅଡ଼ି ବସିଛି ନାବାଳିକା

ରାୟପୁର,୨୬।୬: ଭାରତରେ ଡିଜିଟାଲ ଯୁଗ ଆରମ୍ଭ ହୋଇସାରିଛି। ଗୋଟିଏ ପରେ ଦେଶ ମହାକାଶ ଗବେଷଣା କ୍ଷେତ୍ରରେ ଶ୍ରେଷ୍ଠତ୍ୱ ହାସଲ କରୁଥିବାବେଳେ ଅପରପକ୍ଷରେ ଏବେ ମଧ୍ୟ ସମାଜରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *