Posted inଜାତୀୟ

୩ହଜାରରୁ ୧୦ ହଜାର ଟଙ୍କା ହେଲା ଆଶା କର୍ମୀଙ୍କ ପାରିଶ୍ରମିକ

ଅମରାବତୀ,୩।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଓ୍ବାଇଏସ୍‌ ଜଗନ ମୋନହ ରେଡ୍ଡି ପ୍ରଥମ ପର୍ଯ୍ୟାୟରେ ଆଶା କର୍ମୀଙ୍କୁ ଦେଇଛନ୍ତି ଆଶନୁରୂପ ଭେଟି। ମେଡିକାଲ ଓ ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଆଶାକର୍ମୀଙ୍କ ଦରମା ୩ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ଜଗନ ମୋନହ। ସୋମବାର ସେ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶରୁ ଫେରିବେ ୨ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ,୬ା୫: କରୋନା ଭାଇରସ୍‌ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶରେ ଜାରି ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଭାରତୀୟ ଫସିରହିଛନ୍ତି।...

ଭୁଶୁଡିଲା ଆପାର୍ଟମେଣ୍ଟ ଛାତ

ଗୁରୁଗ୍ରାମ,୧୦।୨: ଗୁରୁଗ୍ରାମରେ ଏକ ଅଘଟଣ ଘଟିଛି। ଏଠାରେ ନିର୍ମାଣାଧୀନ ଆପାର୍ଟମେଣ୍ଟ ଛାତ ଭୁଶୁଡ଼ିବା କାରଣରୁ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏଥିସହିତ, ଅନେକ ତଳେ ଫସିଯିବାର...

ପଶ୍ଚିମବଙ୍ଗରେ ଭାଜପାକୁ ଝଟ୍‌କା

କୋଲକାତା,୨୧ ।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ପ୍ରତିଦିନ ଏଠାରୁ କିଛି ନା...

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସାଧାରଣ ଜନତାଙ୍କୁ ଭେଟିଲେ ଚୌତାଲା

ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ...

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ

ନୂଆଦିଲ୍ଲୀ,୨୧ା୧୧: ଯାଜପୁରର କୋରେଇ ଷ୍ଟେଶନରେ ଏକ ମାଲ୍‌ବାହୀ ଟ୍ରେନ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୃତ ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର...

ପୁଅ-ବୋହୂଙ୍କୁ ହତ୍ୟା କରି ଆସି ଶୋଇପଡିଲେ ବୃଦ୍ଧ

ଲକ୍ଷ୍ନୌ,୨୦।୫: ଉତ୍ତରପ୍ରଦେଶର କାନପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୭୪ ବର୍ଷୀୟ ବୃଦ୍ଧ ଶୋଇଥିବା ଅବସ୍ଥାରେ ପୁଅ-ବୋହୂଙ୍କୁ ଛୁରି ଭୁସି ହତ୍ୟା...

ଛାଡ଼ପତ୍ର ନ ଦେବାରୁ ପ୍ରେମୀକଙ୍କୁ ସୁପାରୀ ଦେଇ ସ୍ବାମୀଙ୍କ ହତ୍ୟା କରାଇଲେ ସ୍ତ୍ରୀ

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ଗ୍ରେଟର ନୋଏଡା ସ୍ଥିତ ଗୌର ସିଟି-୨ ଗେଲେକ୍ସି ନର୍ଥ ଏଭେନ୍ୟୁରେ ରହୁଥିବା ସେଲ୍ସ ମ୍ୟାନେଜର ରୁପେନ୍ଦ୍ର ଚନ୍ଦେଲଙ୍କ ହତ୍ୟା ଅଭିଯୋଗ ତାଙ୍କ ପତ୍ନୀଙ୍କ...

ବେଆଇନ ବାଲି ଖନନ: କେନ୍ଦ୍ର ଓ ସିବିଆଇ ସହିତ ୫ ରାଜ୍ୟକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌

ନୂଆଦିଲ୍ଲୀ,୨୪।୭: ନଦୀ ପଠାରୁ ବେଆଇନ ବାଲି ଖନନ ମାମଲାର ଶୁଣାଣି କରି ବୁଧବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଓ ସିବିଆଇ ସହିତ ୫ ରାଜ୍ୟ ସରକାରଙ୍କୁ...

Advertisement
Archives

Model This Week