Posted inଜାତୀୟ

ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି

ନୂଆଦିଲ୍ଲୀ,୩୦।୮: ଆସନ୍ତା ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଏହି ସମୟରେ ସିବିଆଇ ଚିଦାମ୍ବରମଙ୍କୁ ଆଉ ୫ ଦିନ ରିମାଣ୍ଡରେ ନେବାକୁ ଅନୁରୋଧ କରିଥିଲା। ସୂଚନାଯୋଗ୍ୟ, ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଚିଦାମ୍ବରମ ସେପ୍ଟେମ୍ବର ୨ପର୍ଯ୍ୟନ୍ତ ସିବିଆଇ କଷ୍ଟୋଡିରେ ରହିବାକୁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏମିତି ହେଲେ ସେ ଏବେ ଆଉ ଜେଲ୍‌ ଯିବେ ନାହିଁ ବୋଲି ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋମ୍ମାଇ-ସିଦ୍ଧରମୈୟା ମୁହାଁମୁହିଁ…

ବେଙ୍ଗାଲୁରୁ,୨୩।୪ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କୁ ଟାର୍ଗେଟ କରିଛନ୍ତି। ସିଦ୍ଧରମୈୟା ଏକ ବିବୃତ୍ତି ଦେଇଥିଲେ। ଯାହାକୁ...

ରାହୁଲଙ୍କ ବିରୋଧରେ ବିଶେଷ ଅଧିକାର ହନନ ନୋଟିସ, ବାଚସ୍ପତିଙ୍କୁ ଚିଠି ଲେଖିଲେ ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୮।୨ : ସଂସଦର ଉଭୟ ଗୃହରେ ଆଦାନୀ-ହିଣ୍ଡନବର୍ଗ ପ୍ରସଙ୍ଗରେ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି। ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଲୋକସଭା ବାଚସ୍ପତି ଓମ ର୍ବିଲାଙ୍କୁ...

ଅପରାହ୍ନ ୪ଟା ସୁଦ୍ଧା ହରିୟାଣାରେ ୫୦, ମହାରାଷ୍ଟ୍ରରେ ୪୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୨୧।୧୦: ହରିୟାଣା ଓ ମହାରାଷ୍ଟ୍ରରେ ସୋମବାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯାଇଥିଲା। ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ ଅପରାହ୍ନ ୪ଟା ସୁଦ୍ଧା ହରିୟାଣାରେ...

ଗୁଜରାଟ ଦଙ୍ଗା ପରେ ମୋଦିଙ୍କୁ ବରଖାସ୍ତ କରିବାକୁ ଚାହୁଁଥିଲେ ବାଜପେୟୀ: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୧ା୫: ଗୁଜରାଟ ଦଙ୍ଗା ପରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବରଖାସ୍ତ କରିବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଚାହୁଁଥିଲେ। ଏନେଇ ପୂର୍ବତନ...

ମଣିପୁରରେ ବାଜି ମାରିଲା ଭାଜପା

ନୂଆଦିଲ୍ଲୀ,୧୦ ।୧୧: ମଣିପୁରରେ ୫ ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ ସିଂଘଟ ବିଧାନସଭା ଆସନରୁ ଭାରତୀୟ ଜନତା ପାର୍ଟି(ଭଜପା) ପ୍ରାର୍ଥୀ ବିଜୟୀ ହୋଇଥିବା ଜଣାପଡିଛି...

ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ଶହୀଦ ହୋଇଛନ୍ତି ୫୫ ସୁରକ୍ଷାକର୍ମୀ

ଶ୍ରୀନଗର, ୧୨।୧୦: ଚଳିତ ବର୍ଷ ଜମ୍ମୁ କଶ୍ମୀରରେ ୭୫ଟି ସଫଳ ଅପରେସନ ହୋଇଛି ବୋଲି ୟୁନିୟନ ଟେରିଟୋରୀ ପୋଲିସ ମହାନିର୍ଦ୍ଦେଶକ ଦିଲ୍‌ବାଗ ସିଂ ସୋମବାର କହିଛନ୍ତି।...

ମନ୍ତ୍ରୀ ପରେ ଟିଏମ୍‌ସିର ସମସ୍ତ ପଦରୁ ନିଲମ୍ବିତ ହେଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୮।୭: ଶିକ୍ଷକ ନୁଯୁକ୍ତି ଦୁର୍ନୀତିରେ ପାର୍ଥ ଚାଟାର୍ଜୀଙ୍କ ନାମ ଆସିବା ପରେ ତାଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବଡ଼ ଆକ୍ସନ ନେଇଛନ୍ତି। ଗୁରୁବାର...

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ବରିଷ୍ଠ ନେତା ମଧୁସୂଦନ ମିସ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ପକ୍ଷରୁ...

Advertisement
Archives

Model This Week