Advertisement

ବଢିଲା ପ୍ରତିରକ୍ଷା ବଜେଟ

ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଯାହା ପୂର୍ବ ବର୍ଷ ତୁଳନାରେ ୧୦ ହଜାର ୩୪୦ କୋଟି ଟଙ୍କା ଅଧିକ ବୋଲି ଜଣାପଡିଛି। ଏଥିରେ ପ୍ରତିରକ୍ଷା କ୍ଷେତ୍ରରେ ଆବଶ୍ୟକ ଅସ୍ତ୍ରଶସ୍ତ୍ର ସାମଗ୍ରୀ କ୍ରୟ କରାଯିବା ସହ ଯବାନଙ୍କ ପାଇଁ ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି। ଏହାସହ ପ୍ରତିରକ୍ଷା ପେନସନ୍‌ ବଜେଟକୁ ମଧ୍ୟ ବୃଦ୍ଧି କରାଯାଇଛି। ଗତବର୍ଷ ଏହା ୧.୧୭ଲକ୍ଷ କୋଟି ଥିବା ବେଳେ ଚଳିତ ବର୍ଷ ଏଥିରେ ବୃଦ୍ଧି କରାଯାଇ ୧.୩୩ କୋଟି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୨୪ ସୁଦ୍ଧା ପରୀକ୍ଷା ହେଲାଣି ୭୫ ଲକ୍ଷ ନମୁନା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୫।୬: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢି ଚାଲିଥିବା ବେଳେ ଏହାର ନମୁନା ପରୀକ୍ଷା ଯେତେଶୀଘ୍ର ହୋଇ ପାରିବ ସେତେଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ...

ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୩ା୧୧(ପି.ଟି.): ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ ବିରୋଧରେ ମିଳିତ ଲଢ଼େଇ ପାଇଁ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ସଦସ୍ୟ...

ଆଇଏସ୍‌ଆଇ ସହ ଯୋଗଯୋଗରେ ଥିଲେ ୨ ଶିକ୍ଷୟିତ୍ରୀ ଭଉଣୀ

ଭୋପାଳ, ୨୩ା୫: ଆଇଏସ୍‌ଆଇ ସହ ସମ୍ପୃକ୍ତ ପାକିସ୍ତାନର ୨ ନାଗରିକଙ୍କ ସହ ଯୋଗାଯୋଗରେ ଥିବା ଦୁଇ ଭଉଣୀଙ୍କୁ ଇନ୍ଦୋର ପୋଲିସ ମୋହ କ୍ୟାଣ୍ଟନମେଣ୍ଟରୁ ରବିବାର ଗିରଫ...

୬ ଦିନ ଧରି ଆସାମ-ମେଘାଳୟ ସୀମାରେ ୧୪୪ ଧାରା ଜାରି, ଯିବା ଆସିବା ବନ୍ଦ…

ଗୁଆହାଟି/ଶିଲଂ,୨୭।୧୧ : ଆସାମ-ମେଘାଳୟ ହିଂସାକୁ ଛଅ ଦିନ ବିତିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଧାରା ୧୪୪ ଏପର୍ଯ୍ୟନ୍ତ ହଟିନି। ସୀମାରେ ଉତ୍ତେଜନା ଦେଖାଦେଇଥିବା...

ବଦଳିଲା ଗୁଲାମ ନବି ଆଜାଦଙ୍କ ସ୍ବର

ନୂଆଦିଲ୍ଲୀ,୬।୧୧: କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦଙ୍କ ସ୍ବର ବଦଳିଯାଇଛି। ଏଥର ସେ କଂଗ୍ରେସକୁ ଟାର୍ଗେଟ କରିବା ପରିବର୍ତ୍ତେ ସେ ଦଳର ଭଲ ପ୍ରଦର୍ଶନ...

୨୦୨୨ରୁ ୫ଜି ସେବାର ଶୁଭାରମ୍ଭ

ଭୁବନେଶ୍ୱର,୨୯।୧୨: ନୂଆବର୍ଷରୁ ଦେଶବାସୀଙ୍କ ପାଇଁ ଦୂରସଞ୍ଚାର ମନ୍ତ୍ରଣାଳୟ ନୂଆ ସେବା ଆଣିବାକୁ ଯାଉଛି। ୨୦୨୨ରୁ ଭାରତରେ ୫ଜି ଇଣ୍ଟରନେଟ୍‌ ସେବା ପ୍ରଚଳନ ହେବାକୁ ଯାଉଛି ବୋଲି ସୂଚନା...

ସୁରକ୍ଷା ନିର୍ଦ୍ଦେଶ ଦିଅନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଶାହିନବାଗଠାରେ ଦୀର୍ଘ ୬୯ ଦିନ ହେଲା ଆନ୍ଦୋଳନ ଜାରି ରହିଛି। ଫଳରେ ଫରିଦାବାଦ-ନୋଏଡା ରାସ୍ତା...

ପଦ୍ମ ଧରିଲେ ଦ’ ଗ୍ରେଟ୍‌ ଖଲି

ନୂଆଦିଲ୍ଲୀ,୧୦।୨: ପଦ୍ମ ଧରିଲେ ଖ୍ୟାତନାମା ରେସଲର ତଥା ଡବ୍ଲ୍ୟୁଡବ୍ଲ୍ୟୁଇ ତାରକା ଦିଲ୍ଲୀପ ସିଂହ ରାଣା ଓରଫ ଦ ଗ୍ରେଟ୍‌ ଖଲି। ଭାଜପା ମୁଖ୍ୟାଳୟକୁ ଆସି ଗୁରୁବାର...

Advertisement
Archives

Model This Week